ପ୍ରତିଦିନ ସକାଳୁ ପିଅନ୍ତୁ ଲୁଣ ପାଣି, କମିଯିବ ପେଟର ଚର୍ବି

ଚର୍ବି କମାଇବା ପାଇଁ  କେତେ କଣ ଉପାୟ ଆପଣମାନେ କାର୍ଯ୍ଯରେ ଲଗାଉଥିବେ । ହେଲେ କଣ ଆପଣ ଜାଣନ୍ତି ଏମିତି ଏକ ସହଜ ଉପାୟ ଯାହାକୁ ଉପଯୋଗ କରି ଆପଣ ନିଜର ପେଟରେ ଥିବା ଚର୍ବିକୁ କମାଇପାରିବେ। ସକାଳୁ ଏକ ଗିଲାସ ସାଧା ପାଣିରେ ସ୍ବାଦ ଅନୁସାରେ ଲୁଣ ମିଶାଇକି ପିଅନ୍ତୁ । ଦେଖିବେ କିପରି ଭାବେ ଆପଣଙ୍କ ପେଟରେ ପରିବର୍ତ୍ତନ ଆସୁଛି ।

ଜାଣନ୍ତୁ କଣ ରହିଛି ଏହାର ଫାଇଦା:

-ଫାଇଦା କଥା କହିଲେ ଲୁଣ ଏବଂ ପାଣି ପିଇବା ଦ୍ବାରା ପାଚନ ପ୍ରକ୍ରିୟା ଠିକ୍ ଭାବେ ହୋଇଥାଏ । ଏହି ପାଣିକୁ ପିଇବା ଦ୍ବାରା ଖାଦ୍ଯ ଶିଘ୍ର ହଜମ ହେବା ସହ ଲିଭର ଏବଂ ଇନଟେଷ୍ଟାଇନ୍ ଠିକ୍ ଭାବେ କାର୍ଯ୍ଯ କରିବାରେ ସାହାର୍ଯ୍ଯ କରିଥାଏ ।

-ଲୁଣ ପାଣିରେ ଅଧିକ ପରିମାଣରେ ମିନେରାଲସ୍ ମାତ୍ରା ରହିଥିବା ହେତୁ ଏହା ଆଣ୍ଟିବ୍ଯାକ୍ଟେରିଆ ପରି କାମ କରିଥାଏ । ଶରୀରରେ ହାନିକାରକ ବ୍ଯାକ୍ଟେରିଆକୁ ବିନାସ କରିବା ସହିତ ଶରୀରକୁ ଡେଟକ୍ସ କରିଥାଏ ।

-ଯଦି ନିଦ ନହେବାର ସମସ୍ଯାରେ ଆପଣ ଅଛନ୍ତି ତେବେ ପ୍ରତିଦିନ ଲୁଣ ପାଣି ପିଇବା ଉଚିତ୍ । ଲୁଣ ଆଡ୍ରେନାଲାଇନ୍ ଏବଂ କରଟିସୋଲ୍ କମାଇଥାଏ ଯାହାଦ୍ବାରା ରାତିରେ ଭଲ ନିଦ ହୋଇଥାଏ ।

-କଳା ଲୁଣର ପାଣି ପିଇବା ଦ୍ବାରା ନା କେବଳ ଶରୀର ତାସହିତ ତ୍ବଚାର ସମ୍ବନ୍ଧୀୟ ସମସ୍ତ ସମସ୍ଯା ମଧ୍ଯ ଦୂର ହୋଇଥାଏ । ଏହା ତ୍ବଚାକୁ ବ୍ରଣ ଏବଂ କୁଞ୍ଚନରୁ ରକ୍ଷା କରିଥାଏ । ଏହା ପାଚନ ଶକ୍ତିକୁ ତ୍ବରାନ୍ବିତ କରିବା ସହିତ ପୋଷଣ ଦେଇଥାଏ ଯାହା ମୋଟା ନହେବା ପାଇଁ ସାହାର୍ଯ୍ଯ କରିଥାଏ । ଏହା ଶରୀରର ସବୁ କୋଷିକା ପର୍ଯ୍ଯନ୍ତ ପୋଷଣ ପହଁଚାଇବା ସହିତ ଚର୍ବି କମ୍ କରିବାରେ ସାହାର୍ଯ୍ଯ କରିଥାଏ ।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago