ଲାଇଫ୍ ଷ୍ଟାଇଲ୍

ଉଷୁମ ପାଣିରେ ଏହିି ସବୁ ମସଲାକୁ ମିଶାଇ ପିଅନ୍ତୁ, ଶରୀରେ ବଢ଼ିବ ଇମ୍ୟୁନିଟି ଶକ୍ତି

ଗରମ ପାଣି ପିଇବା ଦ୍ବାରା ଶରୀରରେ ଅନେକ ପ୍ରକାର ଲାଭ ମିଳିଥାଏ। ସର୍ବଦା ସକାଳୁ ଉଠି ହାଲୁକା ଗରମ ପାଣି ପିଇବା ଶରୀର ପାଇଁ ଲାଭକାରୀ ହୋଇଥାଏ। ଗରମ ପାଣି ଶାରୀରିକ କାର୍ଯ୍ୟକୁ ସୁଚାରୁ ରୂପେ ନିୟନ୍ତ୍ରିତ କରିଥାଏ। ଶୋଇବା ପୂର୍ବରୁ ଏକ ଗିଲାସ ଗରମ ପାଣି ପିଇଲେ ସ୍ବାସ୍ଥ୍ୟ ଏବଂ ସୌନ୍ଦର୍ଯ୍ୟ ପାଇଁ ଲାଭକାରୀ ହୋଇଥାଏ। ଅନେକ ଲୋକମାନେ ରାତିରେ ଶୋଇବା ପୂର୍ବରୁ ଠିକ ଭାବେ ପାଣି ପିଇନଥାନ୍ତି। କିନ୍ତୁ ଆପଣ ଜାଣିଛନ୍ତି କି ଶୋଇବା ପୂର୍ବରୁ ହାଲୁକା ଗରମ ପାଣି ପିଇଲେ ଶରୀର ପାଇଁ ଲାଭକାରୀ ହୋଇଥାଏ।

ଗରମ ପାଣି ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ । ଉଷୁମ ପାଣି ସହିତ ଗୋଲମରିଚ ଖାଇବା ଦ୍ୱାରା କାଶ ଓ ଥଣ୍ଡା ସମସ୍ୟା ଦୂର ହୁଏ । ଏକାସାଙ୍ଗରେ ମହୁ ସହିତ ଗୋଲମରିଚ ଗୁଣ୍ଡ ଖାଇଲେ ଗଳା ଯନ୍ତ୍ରଣା ଦୂର ହୁଏ । ଗୋଲମରିଚ ବ୍ୟବହାର ଶରୀରକୁ ଫିଟ୍ ରଖେ କିନ୍ତୁ କାଶ ଏବଂ ଥଣ୍ଡା ଭଳି ରୋଗରୁ ମଧ୍ୟ ଦୂରେଇ ରଖିଥାଏ ।

ପ୍ରତିଦିନ ସକାଳେ ଉଠି ଗରମ ପାଣିରେ ଏହା ମିଶାଇ ପିଇଲେ ମିଳିଥାଏ ଜବରଦସ୍ତ ଲାଭ ଗରମ ପାଣି ସ୍ୱାସ୍ଥ୍ୟ ବଜାୟ ରଖିବା ପାଇଁ ଲାଭଦାୟକ ହୋଇଥାଏ । ଉଷୁମ ପାଣି ସହିତ ଗୋଲମରିଚ ଖାଇବା ଦ୍ୱାରା କାଶ ଓ ଥଣ୍ଡା ସମସ୍ୟା ଦୂର ହୁଏ । ଏକାସାଙ୍ଗରେ ମହୁ ସହିତ ଗୋଲମରିଚ ଗୁଣ୍ଡ ଚାଟିଲେ ଗଳା ଯନ୍ତ୍ରଣା ଦୂର ହୁଏ । ଗୋଲମରିଚ ବ୍ୟବହାର ଶରୀରକୁ ଫିଟ୍ ରଖେ କିନ୍ତୁ କାଶ ଏବଂ ଥଣ୍ଡା ଭଳି ରୋଗରୁ ମଧ୍ୟ ଦୂରେଇ ରଖିଥାଏ

ଗରମ ପାଣି ସହିତ ଗୋଲମରିଚ ନିଅନ୍ତୁ:-

-ବାସ୍ତବରେ ଶୋଇବା ପୂର୍ବରୁ ହାଲୁକା ଗରମ ପାଣି ପିଇବା ଦ୍ବରା ଭଲ ନିଦ ହୋଇଥାଏ। ଗରମ ପାଣି ପିଇବା ଦ୍ବାରା ପାଚନ ପକ୍ରିୟା ଠିକ ଭାବେ କାର୍ଯ୍ୟ କରିଥାଏ। ରାତିରେ ପାଚନ ତନ୍ତ୍ର ଅଧିକ ଦୁର୍ବଳ ହୋଇଯାଇଥିବାରୁ ହାଲୁକା ଗରମ ପାଣି ପିଇବା ଦ୍ବାରା ଖାଦ୍ୟ ଜଲଦି ହଜମ ହୋଇଯାଇଥାଏ। ଏହା ବ୍ୟତୀତ ଗରମ ପାଣି ଓଜନ  କମ କରିବାରେ ମଧ୍ୟ ସାହାଯ୍ଯ କରିଥାଏ।

-ଗୋଲମରିଚରେ ପିପରାଇନ୍ ଥାଏ। ଏଥିରେ ଆଣ୍ଟି-ଡିପ୍ରେସାଣ୍ଟ ଗୁଣ ରହିଥାଏ । ଯେଉଁ କାରଣରୁ ଗୋଲମରିଚ ଲୋକଙ୍କୁ ଟେନସନ ଏବଂ ଡିପ୍ରେସନରୁ ମୁକ୍ତି ଦେଇଥାଏ । ଗ୍ରୀଷ୍ମ ଋତୁରେ ଗୋଲମରିଚ ଖାଇବା କମ୍ କରିବା ଉଚିତ।

-ଗୋଲମରିଚ ଶରୀରରେ ଚର୍ବି ଜମିବାକୁ ପ୍ରତିରୋଧ କରିଥାଏ । ଏହା ସହିତ ଏହା ଆପଣଙ୍କ ମେଟାବୋଲିଜିମରେ ଉନ୍ନତି କରି କ୍ୟାଲୋରୀ ଦମନରେ ସାହାଯ୍ୟ କରିଥାଏ।

-ଯଦି ଆପଣ ଅଧା ଚାମଚ ଗୋଲମରିଚ ପାଉଡର ଓ ଗୋଟିଏ ଚାମଚ ମିଶ୍ରି ମିଶାଇ ଏକ କପ୍ ଉଷୁମ କ୍ଷୀର ସହିତ ୩ ଥର ନେଉଛନ୍ତି । ତେବେ ଏହା ଥଣ୍ଡା ଓ ସର୍ଦ୍ଦି ପାଇଁ ଲାଭଦାୟକ ହୋଇଥାଏ।

-ଗୋଲମରିଚ ପାଣିରେ ପୁଟାଇ ପିଇଲେ ଏହା ଥଣ୍ଡା ଭଲ କରିଥାଏ । ଏହାସହ ମସ୍ତିଷ୍କ ହାଲୁକା ହୋଇଥାଏ।

-ଗରମ ପାଣି ଶରୀରରେ ଅନ୍ତରିୟ ତାପମାତ୍ରା ବଢାଇବା ସହ ଝାଳ ବାହାର କରିଥାଏ। ଯାହା ଦ୍ବାରା ଶରୀରରେ ରକ୍ତ ସଂଞ୍ଚାଳନ ସଠିକ ରୂପେ ହୋଇଥାଏ ଏବଂ ବିଷାକ୍ତ ପଦାର୍ଥ ଗୁଡିକରୁ ମୁକ୍ତି ମିଳିଥାଏ। ଏହା ବ୍ଯତୀତ ଶୋଇବା  ପୂର୍ବରୁ ଗରମ ପାଣି ପିଇଲେ ତ୍ବଚା ସୁସ୍ଥ ରହିଥାଏ।

D Sonali

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago