ଲାଇଫ୍ ଷ୍ଟାଇଲ୍

ପରିସ୍ରାଜନିତ ରୋଗ ସହ କେଶ ଝଡିବା ସମସ୍ୟା ଦୂର କରେ ବଡ ଅଳେଇଚ, ଜାଣନ୍ତୁ ଆଉ କ’ଣ ରହିଛି ଔଷଧୀୟ ଗୁଣ

ରୋଷେଇ ଘରେ ସମଲା ଭାବରେ ବ୍ୟବହୃତ ହେଉଥିବା ଜିନିଷ ହେଉଛି ଅଳେଇଚ। କେବଳ ରୋଷେଇ ନୁହେଁ, ଶରୀରେ ହେଉଥିବା ବିଭିନ୍ନ ରୋଗକୁ ବି ଅଳେଇଚ ଭଲ କରିଥାଏ। କାରଣ ଏଥିରେ ଔଷଧୀୟ ଗୁଣ ବି ଭରି ରହିଛି।  ବଡ ଅଳେଇଚ ଶରୀର ପାଇଁ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍-ସି ଏବଂ ପୋଟାସିୟମ ଭରପୂର ମାତ୍ରାରେ ଥାଏ। ଏହା ଶରୀରରୁ ବିଷାକ୍ତ ପଦାର୍ଥଗୁଡିକ ବାହାର କରିବାରେ ସହାୟକ ହୋଇଥାଏ।  ଅଳେଇଚ ଖାଇବା ଶରୀରକୁ କେଉଁସବୁ ଲାଭ ମିଳିଥାଏ।

– ନିୟମିତ ଭାବରେ ଅଳେଇଚ ଖାଇବା ଦ୍ୱାରା ହାର୍ଟ ସୁସ୍ଥ ରହିଥାଏ। ଏଥିସହିତ ବ୍ଲଡପ୍ରେସର ମଧ୍ୟ ନିୟନ୍ତ୍ରିତ ରହିଥାଏ।

– କଳା ଅଳେଇଚ ଖାଇଲେ ପେଟରେ ଏସିଡର ମାତ୍ରା ନିୟନ୍ତ୍ରିତ ରହିଥାଏ। ଫଳରେ ଗ୍ୟାଷ୍ଟ୍ରିକ ଓ ଅଲସର ପରି ସମସ୍ୟା ଦୂର ହୋଇଥାଏ।

– ଶ୍ୱାସ ଜିନତ ସମସ୍ୟା ଥିଲେ ଅଳେଇଚ ଖାଆନ୍ତୁ। ଏହାଦ୍ୱାରା ଶ୍ୱାସ, କାଶ ସହିତ ଯକ୍ଷ୍ମାରୋଗର ଆଶଙ୍କା କମ୍‌ ହୋଇଥାଏ।

– ଦାନ୍ତ ସଂକ୍ରମଣ, ଦାନ୍ତ ବିନ୍ଧିବା, ଦାନ୍ତରୁ ରକ୍ତ ବାହାରିବା ଓ ମାଢି ଦରଜ ହେବା ଭଳି ସମସ୍ୟା ଥିଲେ ଅଳେଇଚ ଖାଆନ୍ତୁ। ପାଟିରୁ ଗନ୍ଧ ବାହାରୁଥିଲେ ଅଳେଇଚ ଖାଇଲେ ଲାଭ ମିଳିଥାଏ।

– କେଶ ଝଡିବା ଏବଂ ରୂପି ସମସ୍ୟାରୁ ମୁକ୍ତି ଦେଇଥିାଏ ଅଳେଛି।

– ପ୍ରତିଦିନ ଅଲେଇଚ ଖାଇଲେ ପରିସ୍ରାଜନିତ ରୋଗ ଭଲ ହୋଇଥାଏ।

Swagatika

Recent Posts

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

1 hour ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

1 hour ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

2 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

2 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

2 hours ago

ବିଚାରାଧୀନ ମହିଳା କଏଦୀଙ୍କ ମୃତ୍ୟୁ

ରାଇରଙ୍ଗପୁର (କେନ୍ୟୁଜ୍‌) : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପକାରାଗାର ର ବିଚାରାଧୀନ ମହିଳା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ମୃତ…

3 hours ago