ଘିଅ ଲଗା ରୁଟି ଖାଆନ୍ତୁ, ଓଜନ କମିବା ସହିତ ଆହୁରି ଅନେକ ସମସ୍ୟାକୁ କରିବ ଦୂର

ଆମ ସୁସ୍ଥ ରଖିବା ପାଇଁ ଆମକୁ ସ୍ବାସ୍ଥ୍ୟକର ଖାଦ୍ୟ ଏବଂ ଉନ୍ନତ ଜୀବନଶୈଳୀର ଆବଶ୍ୟକତା ରହିଛି। କିନ୍ତୁ ଆଜିକାଲିର ଖରାପ ଜୀବନଶୈଳୀ ପାଇଁ ଲୋକମାନେ ବହୁତ ସମସ୍ୟାରେ ପଡୁଛନ୍ତି। ଲୋକମାନେ ସ୍ବାସ୍ଥ୍ୟକର ଖାଦ୍ୟ ଖାଇବା ପରିବର୍ତ୍ତେ ଜଙ୍କ୍ ଫୁଡ୍ ଖାଇବାକୁ ବେଶି ପସନ୍ଦ କରୁଛନ୍ତି, ଯାହାକି ସ୍ବାସ୍ଥ୍ୟପାଇଁ କ୍ଷତିକାରକ। ଏଥିସହ ଅଧିକାଂଶ ଲୋକ ପରଟା ବନାଇବା ପାଇଁ ରିଫାଇନ୍ କିମ୍ବା ଅନ୍ୟ ତେଲ ବ୍ୟବହାର କରିଥାନ୍ତି। କିନ୍ତୁ ଆପଣଙ୍କ ଅଗାଣତରେ ଏହା ଆପଣଙ୍କର ଶରୀରରକୁ ଧୀରେ ଧୀରେ କ୍ଷତି ପହଁଚାଇଥାଏ। ଯଦି ଆପଣ ଏହି ତେଲ ପରିବର୍ତ୍ତେ ଘିଅର ବ୍ୟବହାର କରିବେ ତେବେ ଏହା ଆପଣଙ୍କ ସ୍ବାସ୍ଥ୍ୟ ପାଇଁ ଭଲ ହୋଇଥାଏ। କାରଣ ଏଥିରେ ଅନେକ ପ୍ରକାରର ପୋଷକ ତତ୍ତ୍ୱ ରହିଛି, ଯାହା ଆମ ଶରୀରକୁ ବିଭିନ୍ନ ପ୍ରକାର ରୋଗରୁ ରକ୍ଷା କରିବାରେ ସାହାଯ୍ୟ କରିଥାଏ।

ତ୍ୱଚା ପାଇଁ

ଘିଅରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ତ୍ୱଚା ପାଇଁ ଲାଭଦାୟକ। ଏହା ମୃତକୋଷିକାକୁ ନଷ୍ଟ କରିଥାଏ, ଯଦ୍ଦ୍ବାରା ପିପଲ୍ସ ପରି ସମସ୍ୟା ଦେଖାଦେଇ ନ ଥାଏ। ତ୍ୱଚାରେ ଚମକ ଆସିଥାଏ ।

ଓଜନ ହ୍ରାସ ପାଇଁ

ଓଜନ କମ୍ କରିବା ପାଇଁ ଗୁଆଘିଅ ସବୁଠାରୁ ଲାଭଦାୟକ। ଘିଅ ଶରୀରର ମୋଟାବଲିଜିମ୍ ବୃଦ୍ଧି କରିଥାଏ। ଯଦ୍ଦ୍ବାରା ଓଜନ କମ୍ ହୋଇଥାଏ। ଏଥିସହ ଶରୀରର ମୋଟାପଣକୁ ଏନର୍ଜିରେ ମଧ୍ୟ ପରିବର୍ତ୍ତନ କରିବାରେ ସହାୟକ ହୋଇଥାଏ।

କୋଲେଷ୍ଟରଲ ନିୟନ୍ତ୍ରଣ ପାଇଁ

ଘିଅ ଶରୀରର କୋଲେଷ୍ଟରଲର ମାତ୍ରାକୁ ନିୟନ୍ତ୍ରଣରେ ରଖିଥାଏ। ଏଥିସହ ଶରୀରର ରକ୍ତ ସଂଚାଳନ ଠିକ୍ ରଖିଥାଏ।

ପେଟ ପାଇଁ

ରୁଟିରେ ଘିଅ ଲଗାଇ ଖାଇବା ଦ୍ୱାରା ପେଟ ସମ୍ବନ୍ଧୀୟ ସମସ୍ତ ସମସ୍ୟା ଦୂର ହୋଇଥାଏ। କୋଷ୍ଠକାଠିନ୍ୟ, ଏସିଡିଟି ଆଦି ସମସ୍ୟା କମ୍ ହୋଇଥାଏ।

Pritiparna

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

11 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

19 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

35 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago