ଡାଇବେଟିଜ୍‌ ରୁ ଆରମ୍ଭ କରି ବ୍ଲଡପ୍ରେସରକୁ ମାତ୍‌ ଦେବ ହେଙ୍ଗୁ, ଜାଣନ୍ତୁ ଏହାର ଫାଇଦା

ହେଙ୍ଗୁ କେବଳ ଖାଇବାର ସ୍ୱାଦ ବଢାଇନଥାଏ ବରଂ ଆପଣଙ୍କୁ ସୁସ୍ଥ ମଧ୍ୟ ରଖିଥାଏ। ଗ୍ୟାସ ରୁ ଆରମ୍ଭ କରି ଅପଚ ଏବଂ ପେଟ ସମସ୍ୟା ପାଇଁ ଅତ୍ୟନ୍ତ ଲାଭକାରୀ ହୋଇଥାଏ । ହେଙ୍ଗୁରେ ଔଷଧୀୟ ଗୁଣ ଆଣ୍ଟି-ଭାଇରଲ, ଆଣ୍ଟି-ବ୍ୟାକ୍ଟେରିୟଲ, ଆଣ୍ଟି-ଇଫ୍ଲୋମେଟ୍ରି ଆଦି ଗୁଣ ଥିବାରୁ ଏହା ଉଚ୍ଚ ରକ୍ତଚାପ ଏବଂ ଡାଇବେଟିଜକୁ ନିୟନ୍ତ୍ରଣ ରଖିବାରେ ସାହାଯ୍ୟ କରିଥାଏ। ଏଥିରେ ଥିବା ପୌଷ୍ଟିକ ତତ୍ତ୍ୱ ଶରୀରରୁ ରୋଗ ଦୂର କରିବାରେ ସାହାଯ୍ୟ କରିଥାଏ। ତେବେ ଜାଣନ୍ତୁ ହେଙ୍ଗୁ ଖାଇବାର ଅନ୍ୟ ଫାଇଦା ସମ୍ପର୍କରେ।

ହେଙ୍ଗୁ ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରିତ ରଖିବା ସହ ଶରୀରରେ ସଠିକ୍‌ ରୂପେ ରକ୍ତ ସଂଚାଳନ କରିଥାଏ। ଡାଇବେଟିଜ୍‌ ବ୍ୟକ୍ତିମାନଙ୍କ ପାଇଁ ହେଙ୍ଗୁ ଅତ୍ୟନ୍ତ ଲାଭକାରୀ ହୋଇଥାଏ। ହେଙ୍ଗୁ ଡାଇବେଟିଜ୍‌ ବ୍ୟକ୍ତିମାନଙ୍କ ବ୍ଲଡ ସୁଗାରକୁ ନିୟନ୍ତ୍ରିତ ରଖିଥାଏ।

ହେଙ୍ଗୁରେ ଆଣ୍ଟି-ଇଫ୍ଲୋମେଟ୍ରି ଏବଂ ଆଣ୍ଟି-ବ୍ୟାକ୍ଟେିରିଆଲ ଗୁଣ ରହିଥାଏ। ଏହି କାରଣରୁ ହେଙ୍ଗୁ ମସ୍ତିଷ୍କ ସମ୍ପର୍କୀୟ ସମସ୍ୟା ଦୂର କରିବାରେ ସାହାଯ୍ୟ କରିଥାଏ। ଯଦି ଆପଣଙ୍କ ମୁଣ୍ଡରେ ଯନ୍ତ୍ରଣା ଅନୁଭବ ହୋଇଥାଏ ତେବେ ଆପଣ ଏକ ଗ୍ଲାସ ପାଣିରେ ଅଳ୍ପ ହେଙ୍ଗୁ ମିଶାଇ ଦିନରେ ଦୁଇ ରୁ ତିନି ଥର ସେବନ କରନ୍ତୁ। ଏପରି କରିବା ଦ୍ୱାରା ଆପଣଙ୍କୁ ଆରାମ ମିଳିବ।

KNews Bureau

Recent Posts

ସ୍କୁଲ ଛୁଟି ନିଷ୍ପତ୍ତି ବଦଳିଲା, ସ୍ଥାନୀୟ ପାଣିପାଗ ଦେଖି ନିଷ୍ପତ୍ତି ନେବେ ଜିଲ୍ଲାପାଳ

ଭୁବନେଶ୍ୱର(କେନ୍ୟୁଜ୍‌): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…

15 mins ago

ବିବାହ ପୂର୍ବରୁ ଶାଶୁଘର ଲୋକଙ୍କ ସହ ନଜର ଆସିଲେ ସୋନାକ୍ଷୀ, ଭାଇରାଲ ହେଉଛି ଫଟୋ

ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ରକୁଲ ପ୍ରୀତ ସିଂ, କ୍ରିତି ଖରବନ୍ଦା…

21 mins ago

ଦାର୍ଜିଲିଂ ଟ୍ରେନ ଟ୍ରାଜେଡି : ୧୫ରେ ପହଞ୍ଚିଥିଲା ମୃତକଙ୍କ ସଂଖ୍ୟା, ୧୯ଟି ଟ୍ରେନ ବାତିଲ, ମାନବୀୟ ତ୍ରୁଟିରୁ ଦୁର୍ଘଟଣା

ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ରେଳ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିବା…

22 mins ago

ଟ୍ରେନ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ବର୍ଗକୁ ସାନ୍ତ୍ୱନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ । ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି…

28 mins ago

ଗୃହମନ୍ତ୍ରୀ ଅମିତ୍‌ ଶାହଙ୍କୁ ଭେଟିଲେ ଗୌତମ ଗମ୍ଭୀର, ଲୋକସଭା ନିର୍ବାଚନରେ ବିଜୟ ପାଇଁ ଜଣାଇଲେ ଶୁଭେଚ୍ଛା

ଟିମ୍‌ ଇଣ୍ଡିଆର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର ବର୍ତ୍ତମାନ ଚର୍ଚ୍ଚାରେ । ଗମ୍ଭୀରଙ୍କ ମେଣ୍ଟରଶିପ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (KKR)…

45 mins ago

କାଦମ୍ବିନୀ ପକ୍ଷରୁ ପାଳିତ ହୋଇଯାଇଛି ଆର୍ଟ ଅଫ୍ ଗିଭିଂ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ପାରିବାରିକ ମାସିକ ପତ୍ରିକା କାଦମ୍ବିନୀ ପକ୍ଷରୁ ପାଳିତ ହୋଇଯାଇଛି ଆର୍ଟ ଅଫ୍ ଗିଭିଂ ଦିବସ। ଭୁବନେଶ୍ବର ଭରତପୁର ବସ୍ତିରେ…

50 mins ago