ଲାଇଫ୍ ଷ୍ଟାଇଲ୍

ଯଦି ଆପଣ ବି ମୁଣ୍ଡବିନ୍ଧା ଯୋଗୁ ଚିନ୍ତାରେ ଅଛନ୍ତି ତେବେ ଆପଣାନ୍ତୁ ଏହି ଘରୋଇ ଉପଚାର

ମୁଣ୍ଡବିନ୍ଧା ଏକ ଏଭଳି ସମସ୍ୟା ଯାହା ପ୍ରାୟତଃ ସମସ୍ତଙ୍କ ଠାରେ ଦେଖାଦିଏ। ଅଧିକ କାମର ଚାପରେ ରହିବା ଦ୍ୱାରା ମୁଣ୍ଡବିନ୍ଧା ଭଳି ସମସ୍ୟା ଦେଖାଯାଏ। ଏହା ବ୍ୟତୀତ ଚିନ୍ତା, ଅବସାଦ, ଠିକ୍‌ ଭାବେ ନ ଶୋଇବା, ଅଧିକ ଶବ୍ଦ, ଫୋନ୍‌ରେ ଅଧିକ ସମୟ କଥାବାର୍ତ୍ତା କରିବା, ଅଧିକ ଚିନ୍ତା କରିବା, ଥକାପଣ, ମୁଣ୍ଡକୁ କମ୍‌ ରକ୍ତ ସଞ୍ଚାଳନ ଭଳି କାରଣରୁ ପ୍ରାୟତଃ ମୁଣ୍ଡବିନ୍ଧା ହୋଇଥାଏ। ଯଦି ଆପଣ ବି ଏହି ସମସ୍ୟା ଦେଇ ଗତି କରୁଛନ୍ତି ତେବେ କେତେକ ଘରୋଇ ଉପାୟରେ ମୁଣ୍ଡବିନ୍ଧାକୁ ଅଲବିଦା କହିପାରିବେ।

  • ନିୟମିିତ ଦୁଇ ଥର ୧୦-୨୦ ମିନିଟ୍‌ ଧ୍ୟାନ କରିବା ଦ୍ୱାରା ଶରୀରରେ ରକ୍ତ ସଞ୍ଚାଳନ ଠିକ୍‌ ଭାବେ ହୋଇଥାଏ। ଏହା ଦ୍ୱାରା ମୁଣ୍ଡ ବିନ୍ଧାରୁ ବି ମୁକ୍ତି ମିଳେ।
  • ବେଳେବେଳେ ଡିହାଇଡ୍ରେସନ୍‌ ଯୋଗୁ ମଧ୍ୟ ମୁଣ୍ଡ ବିନ୍ଧା ହୁଏ। ଏଣୁ ପର୍ଯ୍ୟାପ୍ତ ପରିମାଣରେ ପାଣି ପିଅନ୍ତୁ।
  • ମାଂସପେଶୀ ଓ ଶରୀର ଷ୍ଟିପ୍‌ ହେବା ଫଳରେ ମଧ୍ୟ ମୁଣ୍ଡ ବିନ୍ଧା ହୋଇଥାଏ। ଏଣୁ ମଝିରେ ମଝିରେ ଷ୍ଟ୍ରେଚିଂ ଏକ୍ସରସାଇଜ୍‌ କରନ୍ତୁ। ମୁଣ୍ଡବିନ୍ଧାରୁ ମୁକ୍ତି ମିଳିବ।

  • ଶରୀରରେ ଅମ୍ଳଜାନର ପରିମାଣ ହ୍ରାସ ପାଇଲେ ମଧ୍ୟ ମୁଣ୍ଡ ବିନ୍ଧା ଭଳି ସମସ୍ୟା ଦେଖାଦିଏ। ଏଭଳି ସମସ୍ୟା ଦେଖାଦେଲେ ଯୋଗ କରନ୍ତୁ।
WCW 11

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

2 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

4 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

44 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

59 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago