ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ମାନସମ୍ମାନ ପ୍ରାପ୍ତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ । ଦୂରଯାତ୍ରାରେ ବାଧା ଉପୁଜିବ ।

ବୃଷ : ସନ୍ତାନ ପ୍ରତି ଧ୍ୟାନ ଦିଅନ୍ତୁ । ବିଦ୍ୟାର୍ଥୀ ବିଦ୍ୟାକ୍ଷେତ୍ରରେ ସଫଳତା ପାଇବେ । ବେପାର ବାଣିଜ୍ୟରେ ସଫଳତା ପାଇବେ । ବନ୍ଧୁତ୍ୱରେ ମତପାର୍ଥକ୍ୟ ଦେଖାଦେଇପାରେ ।

ମିଥୁନ : ସୁସ୍ୱାଦୁ ଭୋଜନ କରିବେ । ମାନସମ୍ମାନ ପ୍ରାପ୍ତି ହେବା ସହ କର୍ମକ୍ଷେତ୍ରରେ ଉନ୍ନତି କରିବେ । ପରିବାରରେ ସୁଖଶାନ୍ତି ଦେଖାଦେବ ।

କର୍କଟ : ଶତ୍ରୁ ବୃଦ୍ଧି ସହ ଖର୍ଚ୍ଚ ବୃଦ୍ଧି ହେବ । ପରିବାରରେ ଅଶାନ୍ତି ଦେଖା ଦେଇପାରେ । ସନ୍ତାନଙ୍କୁ ନେଇ ଚିନ୍ତାବୃଦ୍ଧି ହେବ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।

ସିଂହ : ଆୟ ମଧ୍ୟମ ରହିବ । ପେଟ ରୋଗରେ ପୀଡ଼ିତ ହୋଇପାରନ୍ତି । ବିଦ୍ୟାର୍ଥୀ ସଫଳତା ପାଇବେ । କର୍ମକ୍ଷେତ୍ରରେ ଉନ୍ନତି ହେବ ।

କନ୍ୟା : ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ପରିବାରରେ ଶାନ୍ତି ମିଳିବ । ଭାବିଚିନ୍ତି ପ୍ରତ୍ୟେକ କାର୍ୟ୍ୟ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ତୁଳା : ଯୁକ୍ତିତର୍କରୁ ଦୂରେଇ ରହନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହିବା ସହ ପରିବାରରେ ମନ ମିଳାଇ ଚଳନ୍ତୁ ।

ବିଛା : ଖର୍ଚ୍ଚବୃଦ୍ଧି ହେବ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । କୋର୍ଟ କଚେରୀ ମାମଲା ଦେଖାଦେବ । ଗାଡ଼ି ଚଳାଚଳ ପ୍ରତି ସାବଧାନ ରହିବା ଆବଶ୍ୟକ ।

ଧନୁ : ପରିବାରର ସହଯୋଗ ପାଇବେ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ବିଶ୍ୱାସଘାତକତା ହୋଇପାରେ ।

ମକର : ଗୁରୁଜନଙ୍କ ସ୍ୱାସ୍ଥ୍ୟରେ ଅବନ୍ନତି ଦେଖାଦେବ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଦୂରଯାତ୍ରା ସହ ଭ୍ରମଣ ଯୋଗ ରହିଛି । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।

କୁମ୍ଭ : ଅହଂକାର ତ୍ୟାଗ କରନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହିବା ଆବଶ୍ୟକ । ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ ।

ମୀନ : କର୍ମକ୍ଷେତ୍ରରେ ଉନ୍ନତି ସହ ବେପାରବାଣିଜ୍ୟରେ ସଫଳତା ପାଇବେ । ପାରିବାରିକ ସମସ୍ୟା ଦେଖାଦେଇପାରେ । କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ ।

KNews Bureau

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…

1 hour ago

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

4 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

4 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

5 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

5 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

5 hours ago