ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ :ଆତ୍ମନିର୍ଭରଶୀଳ ହୁଅନ୍ତୁ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ମାନ ସମ୍ମାନ ପ୍ରାପ୍ତି ସହ କର୍ମକ୍ଷେତ୍ରରେ ଉନ୍ନତି କରିବେ ।

ବୃଷ : ଅହଂକାର ତ୍ୟାଗ କରନ୍ତୁ । ପରିବାରର ସହଯୋଗ ମିଳିବ । ଧନଲାଭର ଯୋଗ ରହିଛି । ପରିବାରରେ ମନମିଳାଇ ଚଳନ୍ତୁ ।

ମିଥୁନ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ପରିବାରରେ ସହଯୋଗ ମିଳିବ । ଦୂରଯାତ୍ରାରେ ସଫଳ ହେବେ । ଭାବିଚିନ୍ତି ପ୍ରତ୍ୟେକ କାର୍ଯ୍ୟ କରନ୍ତୁ ।

କର୍କଟ : କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ କରନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ସିଂହ : ତର୍କବିତର୍କ ହୋଇପାରେ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି । ବେପାର ବାଣିଜ୍ୟରେ ସଫଳତା ପାଇବେ ।

କନ୍ୟା : ଆୟ ବୃଦ୍ଧି ହେବ । ପରିବାରର ସହଯୋଗ ପାଇବେ । ବେପାର ବାଣିଜ୍ୟରେ ସଫଳତା ପ୍ରାପ୍ତି ହେବ । ବିଦ୍ୟାର୍ଥୀ ସଫଳ ହେବେ ।

ତୁଳା : କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପ୍ରାପ୍ତିି ହେବ । ବନ୍ଧୁମିଳନ ହେବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

ବିଛା : ମାନସମ୍ମାନ ପ୍ରାପ୍ତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଅହଂକାର ତ୍ୟାଗ କରନ୍ତୁ ।

ଧନୁ : ପରିଶ୍ରମ ଅନୁସାରେ ଫଳ କମ୍‌ ପାଇବେ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଦାମ୍ପତ୍ୟ ଜୀବନରେ ପୀଡ଼ା ଦେଖାଦେବ ।

ମକର : ସୁସ୍ୱାଦୁ ଭୋଜନ ସହ ମାନସମ୍ମାନ ପ୍ରାପ୍ତି ହେବ । ଧୈର୍ଯ୍ୟର ସହ କାର୍ଯ୍ୟ କରନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

କୁମ୍ଭ : ମାନସମ୍ମାନ ପ୍ରାପ୍ତି ହେବ । ଗୃହରେ ଅଶାନ୍ତି, ଅସନ୍ତୋଷ ଦେଖାଦେବ । ବିଦେଶ ଯାତ୍ରା ସଫଳ ହେବ ।

ମୀନ : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ମନରୁ ସନ୍ଦେହ ଭାବ ତ୍ୟାଗ କରିବା ସହ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବନ୍ଧୁ ମିଳନ ଯୋଗ ରହିିଛି ।

Pritiparna

Recent Posts

ଖୁସି ଖବର, ଖୁବ୍ ଶୀଘ୍ର ଲାଗୁ ହୋଇପାରେ ଅଷ୍ଟମ ବେତନ ଆୟୋଗ

କୋଟିଏରୁ ଅଧିକ ସରକାର କର୍ମଚାରୀ ଏବଂ ପେନସନଧାରୀ ନିଜର ୮ମ ବେତନ ଆୟୋଗ ଗଠନକୁ ଚାତକ ଭଳି ଚାହିଁ ରହିଛନ୍ତି…

31 mins ago

କୁଏତ୍‌: ଶ୍ରମିକ ରହୁଥିବା ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ୪ ଭାରତୀୟଙ୍କ ସମେତ ୪୧ ମୃତ

କୁଏତ୍‌ର ଦକ୍ଷିଣ ସହର ମଙ୍ଗାଫ୍‌ରେ ବୁଧବାର ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଠାରେ ଏକ ବିଲ୍ଡିଂରେ ନିଆଁ ଲାଗି…

32 mins ago

ରୋଷେଇ ଘରେ ମହଙ୍ଗା ମାଡ଼, ଚାଉଳ ଡାଲି ପରେ ଏବେ ଆକାଶ ଛୁଆଁ ପରିବା ଦର

ଭୁବନେଶ୍ୱର(କେନ୍ୟୁଜ୍‌): ନିର୍ବାଚନ ସରିଲା । ଅସହ୍ୟ ତାତିରେ ଏବେ ପରିବା ଦରରେ ଲାଗିଲା ନିଆଁ । ହୁ ହୁୂ ହୋଇ…

37 mins ago

ସମ୍ପନ୍ନ ହେଲା ସମ୍ବଲପୁରର ସବୁଠାରୁ ବଡ଼ ପର୍ବ ଶୀତଳ ଷଷ୍ଠୀ, ମନ୍ଦିରରେ ପ୍ରବେଶ କଲେ ଦେବ ଦମ୍ପତି

ସମ୍ପନ୍ନ ହୋଇଯାଇଛି ସମ୍ବଲପୁର ସହରର ସବୁଠାରୁ ବଡ଼ ପର୍ବ ଶୀତଳ ଷଷ୍ଠୀ ଯାତ୍ରା । ଯୁଗଳ ଦର୍ଶନ ଓ ସାଂସ୍କୃତିକ…

41 mins ago

ଲେଟ୍‌ ନାଇଟ୍‌ରେ ଶୋଉଛନ୍ତି କି ? ସାବଧାନ, ହୋଇପାରେ ଏହି ସବୁ ସମସ୍ୟା

ଛୋଟ ପିଲାଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ, ଆଜିକାଲି ଅନେକ ଲୋକ ଲେଟ୍‌ ନାଇଟ୍‌ ପର୍ଯ୍ୟନ୍ତ ଜାଗ୍ରତ ରହିବା ଆରମ୍ଭ…

53 mins ago

ଆସିଲା ଫୋନ୍‌ କଲ୍‌ , ଏହି ବିଧାୟକ ମାନେ ହେବେ ମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ମନ୍ତ୍ରିମଣ୍ଡଳଙ୍କୁ ନେଇ ଆସିଛି ଏକ ବଡ଼ ଖବର। ମନ୍ତ୍ରିମଣ୍ଡଳରେ ସାମିଲ ହେବା ପାଇଁ ବିଧାୟକଙ୍କ ପାଖକୁ ଆସିଲା ଫୋନ୍‌…

55 mins ago