Below header

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

mesha

ମେଷ :ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । କୌଣସି ଧର୍ମକାର୍ଯ୍ୟରେ ଯୋଗଦେଇ ପାରନ୍ତି । କୋର୍ଟ କଚେରୀ ମାମଲାଠାରୁ ଦୂରେଇ ରହନ୍ତୁ ।

brushaବୃଷ : ତରବରିଆ ଭାବେ କୌଣସି କାର୍ଯ୍ୟ କରନ୍ତୁ ନାହିଁ । ପରିଶ୍ରମ ଅନୁସାରେ ଫଳ କମ୍‌ ପାଇବେ । ଖର୍ଚ୍ଚ ବୃଦ୍ଧି ହେବ ।

mithunaମିଥୁନ : ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି । ଗୁରୁଜନଙ୍କୁ ସମ୍ମାନ କରନ୍ତୁ । ପିତାଙ୍କ ଶରୀର ଅସୁସ୍ଥ ରହିପାରେ ।

karkataକର୍କଟ : ମାନସିକ ଅଶାନ୍ତି ଭୋଗ କରିବେ । ପିତାଙ୍କ ସହଯୋଗ ପାଇବେ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।

singhaସିଂହ : ବନ୍ଧୁ ମିଳନ ଯୋଗ ରହିଛି । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ସୁସ୍ୱାଦୁ ଭୋଜନ କରିବେ ।

kanyaକନ୍ୟା : ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ ।

tulaaତୁଳା : ମାନସମ୍ମାନ ପ୍ରାପ୍ତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଅହଂକାର ତ୍ୟାଗ କରନ୍ତୁ ।

bichhaବିଛା : ଆୟ ବୃଦ୍ଧି ହେବା ସହ ଖର୍ଚ୍ଚ ବଢ଼ିବ । ଗୁରୁଜନଙ୍କ ସହଯୋଗ ମିିଳିବ । ସନ୍ତାନକୁ ନେଇ ଆନନ୍ଦିତ ହେବେ ।

dhanuଧନୁ : ମନକୁ ଆୟତ୍ତରେ ରଖନ୍ତୁ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

makaraମକର : ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଅନାବଶ୍ୟକ କ୍ଷେତ୍ରରେ ଖର୍ଚ୍ଚବୃଦ୍ଧି ହୋଇପାରେ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

kumbhaକୁମ୍ଭ : ମାନସିକ ଅଶାନ୍ତି ଭୋଗ କରିବେ । ସ୍ଥିରମନ ହୋଇ କାର୍ଯ୍ୟ କରନ୍ତୁ, ସଫଳତା ପାଇବେ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

minaମୀନ : ବିଦେଶ ଯାତ୍ରା ଯୋଗ ରହିଛି । ଗୃହରେ ଶାନ୍ତି ଦେଖାଦେବ । ବନ୍ଧୁମିଳନ ଯୋଗ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.