ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ :ବିଦ୍ୟାର୍ଥୀ ସଫଳତା ପାଇବେ । ବିଦେଶ ଯାତ୍ରା ସଫଳ ହେବ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

ବୃଷ : କୋର୍ଟ କଚେରୀ ମାମଲା ଠାରୁ ଦୁରରେ ରହନ୍ତୁ । ସ୍ଥିରମନ ହୋଇ କାର୍ଯ୍ୟ କରନ୍ତୁ, ସଫଳତା ମିଳିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

ମିଥୁନ : କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ । ପାରିବାରିକ ସମସ୍ୟା ଦେଖାଦେଇପାରେ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

କର୍କଟ : ସୁସ୍ୱାଦୁ ଭୋଜନ କରିବବେ । ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ମିଳିବ । ଶରୀର ଅସୁସ୍ଥ ରହିପାରେ ।

ସିଂହ : ଭାବିଚିନ୍ତି ଧନ ନିବେଶ କରନ୍ତୁ । ପାରିବାରିକ ସମସ୍ୟା ଦୂର ହେବ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ ।

କନ୍ୟା : ଚକ୍ଷୁରେ ପୀଡ଼ା ଦେଖା ଦେଇପାରେ । ଅହଙ୍କାର ତ୍ୟାଗ କରନ୍ତୁ । ବନ୍ଧୁ ମିଳନ ଯୋଗ ରହିଛି ।

ତୁଳା : ପେଟ ଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି । ଗାଡ଼ି ଚଳାଚଳରେ ସାବଧାନ ରହିବା ଆବଶ୍ୟକ । ସନ୍ତାନକୁ ନେଇ ଆନ୍ଦିତ ହେବେ ।

ବିଛା : ପରିବାରର ସହଯୋଗ ପାଇବେ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ଛୋଟ ଛୋଟ କଥାକୁ ନେଇ ବ୍ୟତି ବ୍ୟସ୍ତତା ଦେଖାଦେବ ।

ଧନୁ : ଆୟ ବୃଦ୍ଧି ହେବ । ସନ୍ତାନକୁ ନେଇ ଚିନ୍ତା ବୃଦ୍ଧି ହେବ । କୌଣସି ଧର୍ମ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି ।

ମକର : ପିତାଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଆତ୍ମୀୟଙ୍କ ସହଯୋଗ ପାଇବେ । ଧନଲାଭ ଯୋଗ ରହିଛି ।

କୁମ୍ଭ : ଦୂରଯାତ୍ରା କରିପାରନ୍ତି । କର୍ମକ୍ଷେତ୍ରରେ ସଫଳତା ମିଳିବ । ମାନ ସମ୍ମାନ ପ୍ରତି ଧ୍ୟାନ ଦିଅନ୍ତୁ ।

ମୀନ : ଖାଦ୍ୟ ପେୟ ପ୍ରତି ଧ୍ୟାନ ଦିଅନ୍ତୁ । ଖର୍ଚ୍ଚ ବୃଦ୍ଧି ହେବ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

KNews Bureau

Recent Posts

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

8 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

16 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

22 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

30 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

33 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

40 mins ago