ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ :ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଗାଡ଼ି ଚଳାଇବାବେଳେ ସାବଧାନ ରହନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ବାଣୀ ନିୟନ୍ତ୍ରଣ ରଖନ୍ତୁ ।

ବୃଷ : ଭାବିଚିନ୍ତି ପ୍ରତ୍ୟେକ କାର୍ଯ୍ୟ କରନ୍ତୁ । ପରିବାରରେ ମନମିଳାଇ ଚଳିବା ସହ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଆଜି ଦିନଟି ଭଲରେ କଟିବ ।

ମିଥୁନ : ମାନସିକ ଅଶାନ୍ତି ଭୋଗ କରିବେ । ସ୍ଥିରମନ ହୋଇ କାର୍ଯ୍ୟ କରନ୍ତୁ, ସଫଳତା ପାଇବେ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

କର୍କଟ : ବିଦେଶ ଯାତ୍ରା ଯୋଗ ରହିଛି । ଗୃହରେ ଶାନ୍ତି ଦେଖାଦେବ । ବନ୍ଧୁମିଳନ ଯୋଗ ରହିଛି ।

ସିଂହ : ମାନସମ୍ମାନ ପ୍ରାପ୍ତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଅହଂକାର ତ୍ୟାଗ କରନ୍ତୁ ।

କନ୍ୟା : ମନକୁ ଆୟତ୍ତରେ ରଖନ୍ତୁ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

ତୁଳା : ଆୟ ବୃଦ୍ଧି ହେବା ସହ ଖର୍ଚ୍ଚ ବଢ଼ିବ । ଗୁରୁଜନଙ୍କ ସହଯୋଗ ମିିଳିବ । ସନ୍ତାନକୁ ନେଇ ଆନନ୍ଦିତ ହେବେ ।

ବିଛା : ବନ୍ଧୁ ମିଳନ ଯୋଗ ରହିଛି । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ସୁସ୍ୱାଦୁ ଭୋଜନ କରିବେ ।

ଧନୁ : ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ ।

ମକର : ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି । ଗୁରୁଜନଙ୍କୁ ସମ୍ମାନ କରନ୍ତୁ । ପିତାଙ୍କ ଶରୀର ଅସୁସ୍ଥ ରହିପାରେ ।

କୁମ୍ଭ :ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । କୌଣସି ଧର୍ମକାର୍ଯ୍ୟରେ ଯୋଗଦେଇ ପାରନ୍ତି । କୋର୍ଟ କଚେରୀ ମାମଲାଠାରୁ ଦୂରେଇ ରହନ୍ତୁ ।

ମୀନ : ତରବରିଆ ଭାବେ କୌଣସି କାର୍ଯ୍ୟ କରନ୍ତୁ ନାହିଁ । ପରିଶ୍ରମ ଅନୁସାରେ ଫଳ କମ୍‌ ପାଇବେ । ଖର୍ଚ୍ଚ ବୃଦ୍ଧି ହେବ ।

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

56 seconds ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

3 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

43 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

58 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago