ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

mesha

ମେଷ : ପରିଶ୍ରମ ଅନୁସାରେ ଫଳ କମ୍‌ ପାଇବେ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଦାମ୍ପତ୍ୟ ଜୀବନରେ ପୀଡ଼ା ଦେଖାଦେବ ।

brushaବୃଷ : ମାନସମ୍ମାନ ପ୍ରାପ୍ତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଅହଂକାର ତ୍ୟାଗ କରନ୍ତୁ ।

mithunaମିଥୁନ : କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ କରନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

karkataକର୍କଟ : କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପ୍ରାପ୍ତିି ହେବ । ବନ୍ଧୁମିଳନ ହେବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

singhaସିଂହ : ଆତ୍ମନିର୍ଭରଶୀଳ ହୁଅନ୍ତୁ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ମାନ ସମ୍ମାନ ପ୍ରାପ୍ତି ସହ କର୍ମକ୍ଷେତ୍ରରେ ଉନ୍ନତି କରିବେ ।

kanyaକନ୍ୟା : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ପରିବାରରେ ସହଯୋଗ ମିଳିବ । ଦୂରଯାତ୍ରାରେ ସଫଳ ହେବେ । ଭାବିଚିନ୍ତି ପ୍ରତ୍ୟେକ କାର୍ଯ୍ୟ କରନ୍ତୁ ।

tulaaତୁଳା : ଅହଂଭାବ ତ୍ୟାଗ କରନ୍ତୁ । ବେପାର ବାଣିଜ୍ୟରେ ସଫଳତା ମିଳିବ । ପରିବାରର ସହଯୋଗ ମିଳିବ । ଗୁରୁଜନଙ୍କୁ ସମ୍ମାନ କରନ୍ତୁ ।

bichhaବିଛା : ପିତୃତୁଲ୍ୟ ବ୍ୟକ୍ତିଙ୍କ ସମ୍ମାନ କରନ୍ତୁ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ପରିବାରର ସହଯୋଗ ମିଳିବ ।

dhanuଧନୁ : କ୍ରୋଧାନ୍ଵିତ ହେବା ଉଚିତ ନୁହେଁ । ସନ୍ତାନ ପ୍ରତି ଯତ୍ନବାନ ହୁଅନ୍ତୁ । ପରିବାରରେ ମନମିଳାଇ ଚଳନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

makaraମକର : ଆୟ ମଧ୍ୟମ ରହିବ । ପରିବାରରେ ସୁଖ ଶାନ୍ତି ମିଳିବ । ସ୍ୱାସ୍ଥ୍ୟରେ ଅବନ୍ନତି ଦେଖା ଦେଇପାରେ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

kumbhaକୁମ୍ଭ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଭାବିଚିନ୍ତି ଧନ ନିବେଶ କରନ୍ତୁ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ ।

minaମୀନ : ସୁସ୍ୱାଦୁ ଭୋଜନ ସହ କର୍ମକ୍ଷେତ୍ରରେ ଉନ୍ନତି କରିବେ । ପରିବାରରେ ଶାନ୍ତି ମିଳିବ । ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.