ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : ପରିଶ୍ରମ ଅନୁସାରେ ଫଳ କମ୍‌ ପାଇବେ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଦାମ୍ପତ୍ୟ ଜୀବନରେ ପୀଡ଼ା ଦେଖାଦେବ ।

ବୃଷ : ମାନସମ୍ମାନ ପ୍ରାପ୍ତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଅହଂକାର ତ୍ୟାଗ କରନ୍ତୁ ।

ମିଥୁନ : କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ କରନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

କର୍କଟ : କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପ୍ରାପ୍ତିି ହେବ । ବନ୍ଧୁମିଳନ ହେବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

ସିଂହ : ଆତ୍ମନିର୍ଭରଶୀଳ ହୁଅନ୍ତୁ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ମାନ ସମ୍ମାନ ପ୍ରାପ୍ତି ସହ କର୍ମକ୍ଷେତ୍ରରେ ଉନ୍ନତି କରିବେ ।

କନ୍ୟା : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ପରିବାରରେ ସହଯୋଗ ମିଳିବ । ଦୂରଯାତ୍ରାରେ ସଫଳ ହେବେ । ଭାବିଚିନ୍ତି ପ୍ରତ୍ୟେକ କାର୍ଯ୍ୟ କରନ୍ତୁ ।

ତୁଳା : ଅହଂଭାବ ତ୍ୟାଗ କରନ୍ତୁ । ବେପାର ବାଣିଜ୍ୟରେ ସଫଳତା ମିଳିବ । ପରିବାରର ସହଯୋଗ ମିଳିବ । ଗୁରୁଜନଙ୍କୁ ସମ୍ମାନ କରନ୍ତୁ ।

ବିଛା : ପିତୃତୁଲ୍ୟ ବ୍ୟକ୍ତିଙ୍କ ସମ୍ମାନ କରନ୍ତୁ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ପରିବାରର ସହଯୋଗ ମିଳିବ ।

ଧନୁ : କ୍ରୋଧାନ୍ଵିତ ହେବା ଉଚିତ ନୁହେଁ । ସନ୍ତାନ ପ୍ରତି ଯତ୍ନବାନ ହୁଅନ୍ତୁ । ପରିବାରରେ ମନମିଳାଇ ଚଳନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ମକର : ଆୟ ମଧ୍ୟମ ରହିବ । ପରିବାରରେ ସୁଖ ଶାନ୍ତି ମିଳିବ । ସ୍ୱାସ୍ଥ୍ୟରେ ଅବନ୍ନତି ଦେଖା ଦେଇପାରେ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

କୁମ୍ଭ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଭାବିଚିନ୍ତି ଧନ ନିବେଶ କରନ୍ତୁ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ ।

ମୀନ : ସୁସ୍ୱାଦୁ ଭୋଜନ ସହ କର୍ମକ୍ଷେତ୍ରରେ ଉନ୍ନତି କରିବେ । ପରିବାରରେ ଶାନ୍ତି ମିଳିବ । ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

KNews Bureau

Recent Posts

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ୨ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି…

8 mins ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

12 mins ago

କୋର୍ଟରୁ ମିଳିଲାନି ଆଶ୍ୱସ୍ତି, କାଲି ତିହାର ଜେଲ୍‌ ଫେରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଝଟ୍‌କା । କୋର୍ଟରୁ ତାଙ୍କୁ ଆଶ୍ୱସ୍ତି ମିଳିନାହିଁ । କୋର୍ଟ ତାଙ୍କ ମଧ୍ୟବର୍ତ୍ତୀକାଳୀନ…

15 mins ago

ଚଳଚଞ୍ଚଳ ରଥ ଖଳା, ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ

ପୁରୀ(କେନ୍ୟୁଜ୍‌): ଦ୍ରୁତ ଗତିରେ ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ । ଚଳଚଞ୍ଚଳ ରଥ ଖଳା l ତିନି…

23 mins ago

ବାଟ ଛାଡ ଆମ ସାର୍‌ ଆସୁଛନ୍ତି, ଡିଜେ ବଜାଇ ନାଚି ନାଚି ସାରଙ୍କୁ ଘରେ ଛାଡି ଆସିଲେ ଛାତ୍ର

ସୁବର୍ଣ୍ଣପୁର (କେନ୍ୟୁଜ) : ବାଜୁଛି ଡିଜେ ଆଉ ଡିଜେର ତାଳେ ତାଳେ ନୃତ୍ୟ କରୁଛନ୍ତି ଯୁବକମାନେ । ସେପଟେ ସୁସଜ୍ଜିତ…

23 mins ago

ରାଜ୍ୟରେ ଦିନ ୩ଟା ସୁଦ୍ଧା ରାଜ୍ୟରେ ହାରାହାରି ୪୯.୭୭% ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ ୩ଟା…

45 mins ago