ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : କୋର୍ଟ କଚେରୀ ମାମଲାରୁ ଦୂରେଇ ରହନ୍ତୁ । ଅହଂକାର ତ୍ୟାଗ କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ।
ବୃଷ : କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଛୋଟଛୋଟ କଥାକୁ ନେଇ ବ୍ୟସ୍ତତା ଦେଖାଦେବ । ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମିଥୁନ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି । ଆୟ ମଧ୍ୟମ ରହିବ।
କର୍କଟ : କର୍ମକ୍ଷେତ୍ରରେ ମନ ମିଳାଇ ଚଳନ୍ତୁ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଗାଡ଼ି ଚଳାଚଳରେ ସାବଧାନ ରହିବା ଆବଶ୍ୟକ।
ସିଂହ : ଅହଂଭାବ ତ୍ୟାଗ କରିବା ସହ ମନରୁ ସନ୍ଦେହ ଭାବ ଦୂର କରନ୍ତୁ । ଅନାବଶ୍ୟକ କ୍ଷେତ୍ରରେ ଖର୍ଚ୍ଚ ବୃଦ୍ଧି ହେବ। ଶରୀର ଅସୁସ୍ଥ ରହିପାରେ।
କନ୍ୟା : ଧର୍ମ କାର୍ୟ୍ୟରେ ଯୋଗଦେବେ । ଗୁରୁଜନଙ୍କ ସମ୍ମାନ କରନ୍ତୁ । ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି।
ତୁଳା : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଭାବିଚିନ୍ତି ଧନ ନିବେଶ କରନ୍ତୁ । ପରିବାରର ସହଯୋଗ ସହ କର୍ମକ୍ଷେତ୍ରରେ ସଫଳତା ପାଇବେ।
ବିଛା : ଆୟ ମଧ୍ୟମ ରହିବ । ପେଟରୋଗରେ ପୀଡ଼ିତ ହୋଇପାରନ୍ତି । ବିଦ୍ୟାର୍ଥୀ ସଫଳତା ପାଇବେ । କର୍ମକ୍ଷେତ୍ରରେ ଉନ୍ନତି ହେବ।
ଧନୁ : ଭାବିଚିନ୍ତି ଧନ ନିବେଶ କରନ୍ତୁ । ହଠାତ୍ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । କୋର୍ଟ କଚେରୀ ମାମଲାରୁ ଦୂରେଇ ରହନ୍ତୁ।
ମକର : ବାଣୀ ନିୟନ୍ତ୍ରଣରେ ରଖନ୍ତୁ। ଭାବିଚିନ୍ତି ପ୍ରତ୍ୟେକ କାର୍ୟ୍ୟ କରନ୍ତୁ । ଧନ ଲାଭ ସହ କର୍ମକ୍ଷେତ୍ରରେ ଉନ୍ନତି କରିବେ । ପରିବାରରେ ଶାନ୍ତି ମିଳିବ।
କୁମ୍ଭ : ପିତୃତୁଲ୍ୟ ବ୍ୟକ୍ତିଙ୍କ ସମ୍ମାନ କରନ୍ତୁ। ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ। ପରିବାରରେ ମନ ମିଳାଇ ଚଳନ୍ତୁ। ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ।
ମୀନ : ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ । ସନ୍ତାନ ପ୍ରତି ଧ୍ୟାନ ଦିଅନ୍ତୁ। ଶତ୍ରୁଙ୍କଠାରୁ ଜୟଲାଭ କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।