Below header

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

mesha

ମେଷ :କର୍ମକ୍ଷେତ୍ରରେ ଉନ୍ନତି ହେବ । ମାନ ସମ୍ମାନ ପ୍ରାପ୍ତି ହେବା ସହ ଆୟ ଉତ୍ତମ ରହିବ । ସୁସ୍ୱାଦୁ ଭୋଜନ କରିବେ ।

brushaବୃଷ : ବିଦେଶ ଯାତ୍ରା ସଫଳ ହେବ । ଅନାବଶ୍ୟକ କ୍ଷେତ୍ରରେ ଖର୍ଚ୍ଚବୃଦ୍ଧି ହେବ । ହଠାତ୍ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

mithunaମିଥୁନ : ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ ।

 

karkataକର୍କଟ : ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ବାଣୀ ନିୟନ୍ତ୍ରଣରେ ରଖିବା ସହ ଅହଂଭାବ ତ୍ୟାଗ କରନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।

singhaସିଂହ : ଧର୍ମକାର୍ୟ୍ୟରେ ଯୋଗ ଦେବେ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ । ଶରୀର ଅସୁସ୍ଥ ରହିପାରେ ।

kanyaକନ୍ୟା : ଗାଡ଼ି ଚଳାଚଳରେ ସତର୍କ ରହନ୍ତୁ । ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

tulaaତୁଳା : ପାରିବାରିକ ସମସ୍ୟା ଦୂର ହେବ । ପିତାଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବନ୍ଧୁ ମିଳନ ହେବ ।

bichhaବିଛା : ବାଣୀ ନିୟନ୍ତ୍ରଣରେ ରଖିବା ସହ ମନରୁ ସନ୍ଦେହ ଭାବ ତ୍ୟାଗ କରନ୍ତୁ । ପେଟ ଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି ।

dhanuଧନୁ : ବିଦ୍ୟାର୍ଥୀ ସଫଳତା ପାଇବେ । ପାରିବାରିକ ସମସ୍ୟା ଦୂର ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

makaraମକର : କର୍ତ୍ତବ୍ୟ ପରାୟଣ ହୋଇ ପ୍ରତ୍ୟେକ କାର୍ୟ୍ୟ କରନ୍ତୁ । ବେପାର ବାଣିଜ୍ୟ ଓ କର୍ମକ୍ଷେତ୍ରରେ ସଫଳତା ମିଳିବ । ଆୟ ମଧ୍ୟମ ରହିବ।

kumbhaକୁମ୍ଭ : ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଦାମ୍ପତ୍ୟ ଜୀବନରେ ଖୁସି ଦେଖାଦେବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ।

minaମୀନ : ଛୋଟଛୋଟ କଥାକୁ ନେଇ ବ୍ୟସ୍ତତା ଦେଖାଦେବ । ଚକ୍ଷୁରେ ପୀଡ଼ା ଦେଖାଦେବ । ହଠାତ୍ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ଆୟ ମଧ୍ୟମ ରହିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.