ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

mesha

ମେଷ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । କୋର୍ଟକଚେରୀ ମାମଲାଠାରୁ ଦୂରେଇ ରହନ୍ତୁ । ଦୂର ଯାତ୍ରା ଯୋଗ ରହିଛି । ଭାବିଚିନ୍ତି ପ୍ରତ୍ୟେକ କାର୍ଯ୍ୟ କରନ୍ତୁ ।

brushaବୃଷ : ଆର୍ଥିକ ସ୍ଥିତି ଉତ୍ତମ ରହିବ । ବାଣୀ ନିୟନ୍ତ୍ରଣ ରଖନ୍ତୁ । ଅହଂଭାବ ତ୍ୟାଗ କରନ୍ତୁ । ଧର୍ମ କାର୍ଯ୍ୟରେ ଯୋଗ ଦେଇପାରନ୍ତି ।

mithunaମିଥୁନ : ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । କୌଣସି ଧର୍ମକାର୍ଯ୍ୟରେ ଯୋଗ ଦେଇପାରନ୍ତି । କୋର୍ଟ କଚେରୀ ମାମଲାଠାରୁ ଦୂରେଇ ରହନ୍ତୁ ।

karkataକର୍କଟ : ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି । ଗୁରୁଜନଙ୍କୁ ସମ୍ମାନ କରନ୍ତୁ । ପିତାଙ୍କ ଶରୀର ଅସୁସ୍ଥ ରହିପାରେ ।

singhaସିଂହ : ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ ।

kanyaକନ୍ୟା : ପିତୃତୁଲ୍ୟ ବ୍ୟକ୍ତିଙ୍କ ସମ୍ମାନ କରନ୍ତୁ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ପରିବାରର ସହଯୋଗ ମିଳିବ ।

tulaaତୁଳା : ଅହଂଭାବ ତ୍ୟାଗ କରନ୍ତୁ । ବେପାର ବାଣିଜ୍ୟରେ ସଫଳତା ମିଳିବ । ପରିବାରର ସହଯୋଗ ମିଳିବ । ଗୁରୁଜନଙ୍କୁ ସମ୍ମାନ କରନ୍ତୁ ।

bichhaବିଛା : ଆତ୍ମନିର୍ଭରଶୀଳ ହୁଅନ୍ତୁ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ମାନ ସମ୍ମାନ ପ୍ରାପ୍ତି ସହ କର୍ମକ୍ଷେତ୍ରରେ ଉନ୍ନତି କରିବେ ।

dhanuଧନୁ : କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପ୍ରାପ୍ତିି ହେବ । ବନ୍ଧୁମିଳନ ହେବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

makaraମକର : କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ କରନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

kumbhaକୁମ୍ଭ : ପରିଶ୍ରମ ଅନୁସାରେ ଫଳ କମ୍‌ ପାଇବେ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଦାମ୍ପତ୍ୟ ଜୀବନରେ ପୀଡ଼ା ଦେଖାଦେବ ।

minaମୀନ : ମାନସମ୍ମାନ ପ୍ରାପ୍ତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଅହଂକାର ତ୍ୟାଗ କରନ୍ତୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.