Below header

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

mesha

ମେଷ : ସ୍ୱାସ୍ଥ୍ୟ ଉତ୍ତମ ରହିବ । ବିଦ୍ୟାର୍ଥୀମାନେ ସଫଳତା ଅର୍ଜନ କରିବେ । ଗୃହରେ ଅଶାନ୍ତି ଦେଖାଦେଇପାରେ । କର୍ମକ୍ଷେତ୍ରରେ ସଜାଗ ରୁହନ୍ତୁ ।

brushaବୃଷ : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ଦୂରଯାତ୍ରା ସହ ବନ୍ଧୁମିଳନ ଯୋଗ ରହିଛି । ସୁସ୍ୱାଦୁ ଭୋଜନ କରିବେ । ସ୍ୱାସ୍ଥ୍ୟରେ ଅବନ୍ନତି ଦେଖା ଦେଇପାରେ ।

mithunaମିଥୁନ : ଗୁରୁଜନଙ୍କୁ ସମ୍ମାନ କରନ୍ତୁ । କାହାସହ ତର୍କବିତର୍କ କରନ୍ତୁ ନାହିଁ । ମାନସମ୍ମାନ ପ୍ରାପ୍ତି ସହ ବନ୍ଧୁଙ୍କ ସହଯୋଗ ମିଳିବ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ।

karkataକର୍କଟ : ସୁସ୍ୱାଦୁ ଭୋଜନ କରିବେ । ମାନସମ୍ମାନ ପ୍ରାପ୍ତି ହେବା ସହ କର୍ମକ୍ଷେତ୍ରରେ ଉନ୍ନତି କରିବେ । ପରିବାରରେ ସୁଖଶାନ୍ତି ଦେଖାଦେବ।

singhaସିଂହ : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ମନରୁ ସନ୍ଦେହଭାବ ତ୍ୟାଗ କରିବା ସହ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବନ୍ଧୁମିଳନ ସହ ଦୂରଯାତ୍ରାର ଯୋଗ ରହିିଛି।

kanyaକନ୍ୟା : ଶତ୍ରୁ ବୃଦ୍ଧି ସହ ଖର୍ଚ୍ଚ ବୃଦ୍ଧି ହେବ । ପରିବାରରେ ଅଶାନ୍ତି ଦେଖା ଦେଇପାରେ । ସନ୍ତାନଙ୍କୁ ନେଇ ଚିନ୍ତାବୃଦ୍ଧି ହେବ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

tulaaତୁଳା : ଭାବିଚିନ୍ତି ଧନ ନିବେଶ କରନ୍ତୁ । କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ । ପରିବାରରେ ମନ ମିଳାଇ ଚଳନ୍ତୁ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ।

bichhaବିଛା : ଆୟ ମଧ୍ୟମ ରହିବ । ପେଟ ରୋଗରେ ପୀଡ଼ିତ ହୋଇପାରନ୍ତି । ବିଦ୍ୟାର୍ଥୀ ସଫଳତା ପାଇବେ । କର୍ମକ୍ଷେତ୍ରରେ ଉନ୍ନତି ହେବ ।

dhanuଧନୁ : ଧର୍ମ କାର୍ୟ୍ୟରେ ଯୋଗଦେବେ । ଗୁରୁଜନଙ୍କ ସମ୍ମାନ କରନ୍ତୁ । ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି।

makaraମକର : ବାଣୀକୁ ନିୟନ୍ତ୍ରଣରେ ରଖନ୍ତୁ । ସ୍ଥିର ମନରେ କାର୍ୟ୍ୟ କରନ୍ତୁ । ପରିବାରରେ ଶାନ୍ତି ମିଳିବ । କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ।

kumbhaକୁମ୍ଭ : ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ପରିବାରରେ ଶାନ୍ତି ମିଳିବ । ଭାବିଚିନ୍ତି ପ୍ରତ୍ୟେକ କାର୍ୟ୍ୟ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ।

minaମୀନ : ଯୁକ୍ତିତର୍କରୁ ଦୂରେଇ ରହନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହିବା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.