ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଅନାବଶ୍ୟକ କ୍ଷେତ୍ରରେ ଖର୍ଚ୍ଚବୃଦ୍ଧି ହୋଇପାରେ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ବୃଷ : ମାନସିକ ଅଶାନ୍ତି ଭୋଗ କରିବେ । ସ୍ଥିରମନ ହୋଇ କାର୍ୟ୍ୟ କରନ୍ତୁ, ସଫଳତା ପାଇବେ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

ମିଥୁନ : ବିଦେଶ ଯାତ୍ରା ଯୋଗ ରହିଛି । ଗୃହରେ ଶାନ୍ତି ଦେଖାଦେବ । ବନ୍ଧୁମିଳନ ଯୋଗ ରହିଛି ।

କର୍କଟ : ମାନସମ୍ମାନ ପ୍ରାପ୍ତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଅହଂକାର ତ୍ୟାଗ କରନ୍ତୁ ।

ସିଂହ : ମନକୁ ଆୟତ୍ତରେ ରଖନ୍ତୁ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

କନ୍ୟା : ଅହଂକାର ତ୍ୟାଗ କରନ୍ତୁ । ଆୟ ବୃଦ୍ଧି ହେବା ସହ ଖର୍ଚ୍ଚ ବଢ଼ିବ । ଗୁରୁଜନଙ୍କ ସହଯୋଗ ମିିଳିବ । ସନ୍ତାନକୁ ନେଇ ଆନନ୍ଦିତ ହେବେ ।

ତୁଳା : ଗାଡ଼ି ଚଳାଚଳରେ ସାବଧାନ ରହିବା ଆବଶ୍ୟକ । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ସୁସ୍ୱାଦୁ ଭୋଜନ କରିବେ ।

ବିଛା : ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ ।

ଧନୁ : ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି । ଗୁରୁଜନଙ୍କୁ ସମ୍ମାନ କରନ୍ତୁ । ପିତାଙ୍କ ଶରୀର ଅସୁସ୍ଥ ରହିପାରେ ।

ମକର : ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । କୌଣସି ଧର୍ମକାର୍ୟ୍ୟରେ ଯୋଗଦେଇ ପାରନ୍ତି । କୋର୍ଟ କଚେରୀ ମାମଲାଠାରୁ ଦୂରେଇ ରହନ୍ତୁ ।

କୁମ୍ଭ : ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ । ସୁସ୍ୱାଦୁ ଭୋଜନ ଲାଭ ହେବ । କର୍ତ୍ତବ୍ୟ ପରାୟଣ ହୁଅନ୍ତୁ । ଗୃହରେ ଅଶାନ୍ତି ଦେଖାଦେବ ।

ମୀନ : ତରବରିଆ ଭାବେ କୌଣସି କାର୍ୟ୍ୟ କରନ୍ତୁ ନାହିଁ । ପରିଶ୍ରମ ଅନୁସାରେ ଫଳ କମ୍‌ ପାଇବେ । ଖର୍ଚ୍ଚ ବୃଦ୍ଧି ହେବ ।

KNews Bureau

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଆର୍ଥିକ ସଙ୍କଟ ଦୂର ହେବ, ପରିବାର ସହିତ ଖୁସିର ସମୟ କାଟିବେ

ମେଷ: ଆଜି ନିଜ ଉପରେ ଆତ୍ମବିଶ୍ୱାସ ରଖିବେ । ଜୀବନସାଥୀଙ୍କୁ ମନର କଥା କହି ପାରନ୍ତି । କୌଣସି କାମ…

4 hours ago

ଜୁନ ୨୨ରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣମୀ, ଲାଗୁ ହେବ ଟ୍ରାଫିକ କଟକଣା

ପୁରୀ : ଜୁନ ୨୨ରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣମୀ । ୧୦୮ ଗଡୁ ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ ମହାପ୍ରୠୁ…

5 hours ago

ବାଲେଶ୍ବର ସହରରେ ୧୯ ତାରିଖ ମଧ୍ୟରାତ୍ରି ଯାଏ କର୍ଫ୍ୟୁ, ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ

ବାଲେଶ୍ବର : ବାଲେଶ୍ବର ସହରରେ କର୍ଫ୍ୟୁ ପରେ ୪୮ ଘଣ୍ଟା ପାଇଁ ସୋସିଆଲ ମିଡିଆ ବନ୍ଦ । ଗୋଷ୍ଠୀ ସଂଘର୍ଷ…

5 hours ago

ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କଲେ

ବରଗଡ଼ : ସେପଟେ ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

6 hours ago

ଅଟୋ ଓଲଟି ଡ୍ରାଇଭର ସମେତ ୫ ଆହାତ, ମେଡିକାଲରେ ଭର୍ତ୍ତି

ଆସ୍କା : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଜାନିବିଲି ଗ୍ରାମ ନିକଟରେ ଯାତ୍ରୀବାହି ଅଟୋ ଓଲଟି ଡ୍ରାଇଭର ସମେତ ୫…

7 hours ago

ଦିଲ୍ଲୀରୁ ୪ ଲକ୍ଷ ଟଙ୍କା ଓ ୭୦ ଲକ୍ଷର ହୀରା ସୁନା ଗହଣା ଚୋରି କରିଥିଲେ ସୋରରୁ ତିନି ଜଣଙ୍କୁ ବାନ୍ଧିଲା ପୋଲିସ

ସୋର(କେନ୍ୟୁଜ୍‌): ଦିଲ୍ଲୀରେ ଚଳାଇଥିଲେ ଲୁଟ୍‌ର ଆତଙ୍କ । କୋଟି କୋଟି ଟଙ୍କା ଲୁଟି ଦିଲ୍ଲୀରୁ ଛୁ ମାରିଥିଲେ । ସେ…

7 hours ago