Below header

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

mesha

ମେଷ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ମନରୁ ସନ୍ଦେହ ଭାବ ଦୂର କରନ୍ତୁ । ଆୟ ଉତ୍ତମ ରହିବ ।

brushaବୃଷ : ଚକ୍ଷୁରେ ପୀଡ଼ା ଦେଖାଦେବ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ଛୋଟଛୋଟ କଥାକୁ ନେଇ ବ୍ୟସ୍ତତା ଦେଖାଦେବ ।

mithunaମିଥୁନ : ତରବରିଆ ଭାବେ କୌଣସି କାର୍ଯ୍ୟ କରନ୍ତୁ ନାହିଁ । ଗାଡ଼ି ଚଳାଚଳରେ ସାବଧାନ ରହିବା ଆବଶ୍ୟକ ।

karkataକର୍କଟ : ପିତୃତୁଲ୍ୟ ବ୍ୟକ୍ତିିଙ୍କ ସମ୍ମାନ କରନ୍ତୁ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ପରିବାରର ସହଯୋଗ ପାଇବେ ।

singhaସିଂହ :ଅହଂକାର ତ୍ୟାଗ କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ପରିବାରରେ ମନ ମିଳାଇ ଚଳନ୍ତୁ । ଭାବିଚିନ୍ତି ଧନ ନିବେଶ କରନ୍ତୁ ।

kanyaକନ୍ୟା : ସ୍ଥିରମନ ହୋଇ କାର୍ଯ୍ୟ କରନ୍ତୁ, ସଫଳତା ପାଇବେ । ବିଦ୍ୟାର୍ଥୀ ସଫଳତା ପାଇବେ । ଗାଡ଼ି ଚଳାଚଳରେ ସାବଧାନ ରହିବା ଆବଶ୍ୟକ ।

tulaaତୁଳା : ଅନାବଶ୍ୟକ କ୍ଷେତ୍ରରେ ଖର୍ଚ୍ଚବୃଦ୍ଧି ହେବ । ବନ୍ଧୁ ମିଳନ ଯୋଗରହିଛି । ପାରିବାରିକ ସମସ୍ୟା ଦୂର ହେବ ।

bichhaବିଛା : ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଛୋଟଛୋଟ କଥାକୁ ନେଇ ବ୍ୟସ୍ତତା ଦେଖାଦେଇପାରେ । କର୍ମକ୍ଷେତ୍ରରେ ସଜାଗ ରହିବା ଆବଶ୍ୟକ ।

dhanuଧନୁ : ଧର୍ମକାର୍ଯ୍ୟରେ ଯୋଗଦେବେ । ପେଟଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

makaraମକର : ବିଦେଶ ଯାତ୍ରା ସଫଳ ହେବ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ । ମନକୁ ଆୟତ୍ତରେ ରଖନ୍ତୁ ।

kumbhaକୁମ୍ଭ : ଶରୀର ଅସୁସ୍ଥ ରହିପାରେ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଆୟ ଉତ୍ତମ ରହିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

minaମୀନ : ସୁସ୍ୱାଦୁ ଭୋଜନ କରିବେ । ମାନ ସମ୍ମାନ ପ୍ରାପ୍ତି ହେବା ସହ ବେପାର ବାଣିଜ୍ୟରେ ସଫଳତା ପାଇବେ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.