ଜାଣନ୍ତୁ ୭ ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତିଙ୍କର କିପରି ହୋଇଥାଏ ସ୍ୱଭାବ

ଜନ୍ମଦିନର ଶୁଭକାମନା ସହ ଆପଣଙ୍କୁ ସ୍ୱାଗତ କରିବା ପାଇଁ ପରିବାର ସଦସ୍ୟ ଏବଂ ସାଙ୍ଗସାାଥୀମାନେ ବିଶେଷ ପ୍ରସ୍ତୁତି କରିଥାନ୍ତି। ଏହି ଜନ୍ମ ତାରିଖ ବ୍ୟକ୍ତିର ନିୟମିତ ରୂପେ ସେହି ବ୍ୟକ୍ତିଙ୍କ ବ୍ୟକ୍ତିତ୍ୱ ଏବଂ ଭବିଷ୍ୟତ ବିଷୟରେ ସୂଚନା ଦେଇଥାଏ। ଆଜି ଆମେ ଆପଣଙ୍କୁ ୭ ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତିଙ୍କ ବ୍ୟକ୍ତିତ୍ୱ ବିଷୟରେ କହିବାକୁ ଯାଉଛୁ।

ଆଜିର ଦିନ ଅର୍ଥାତ ୭ ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତିଙ୍କ ମୂଳ ଅଙ୍କ ୭ ହୋଇଥାଏ। ଏହି ଅଙ୍କରେ ପ୍ରଭାବିତ ହୋଇଥିବା ବ୍ୟକ୍ତିଙ୍କର ବିଶେଷତା ରହିଥାଏ। ଏହି ଅଙ୍କ ବରୁଣ ଗ୍ରହ ଦ୍ୱାରା ସଂଚାଳିତ ହୋଇଥାଏ। ଏହି ବ୍ୟକ୍ତିମାନଙ୍କର ହୃଦୟ ଖୋଲା ହୋଇଥାଏ। ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତିଙ୍କର ପ୍ରବୃତ୍ତି ଜଳ ପରି ହୋଇଥାଏ। ଜଳ ଯେପରି ନିଜେ ନିଜର ରାସ୍ତା ବଦଳାଇଥାଏ ସେହିଭଳି ଏହି ବ୍ୟକ୍ତିିମାନେ ତାଙ୍କ ଜୀବନରେ ଆସୁଥିବା ସମସ୍ତ ବାଧାବିଘ୍ନକୁ ପାର କରି ଆଗକୁ ବଢିଥାନ୍ତି।

ପ୍ରତ୍ୟେକ କାର୍ଯ୍ୟରେ ବାତାବରଣ ଭଲ ରହିଥାଏ। ଆପଣଙ୍କୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିଥାଏ। ବାଣିଜ୍ୟ-ବ୍ୟବସାୟର ସ୍ଥିତି ଉତ୍ତମ ରହିଥାଏ। ଚାକିରିଆଙ୍କ ପାଇଁ ଖୁବ୍‌ ଭଲ ଯୋଗ ରହିଥାଏ। କୌଣସି ନୂତନ କାର୍ଯ୍ୟ କରିବା ପୂର୍ବରୁ କେଶରର ତିଳକ ମୁଣ୍ଡରେ ଲଗାଇବା ସହ ମନ୍ଦିରରେ ପତାକା ଲଗାନ୍ତୁ।

KNews Bureau

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

3 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

11 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

28 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago