ଲାଇଫ୍ ଷ୍ଟାଇଲ୍

ନନଭେଜରେ ଏମିତି ଷ୍ଟାଇଲରେ ଅଣ୍ଡା ଭୁଜିଆ, ସ୍ୱାଦ ଏକଦମ୍‌ ୟୁନିକ

କେବେକେବେ ଆମେ ଏକା ଭଳି ଖାଦ୍ୟ ଖାଇ ବୋର୍‌ ହୋଇଯାନ୍ତି। ଏମିତିରେ କିଛି ନୂଆ ସ୍ୱାଦ ଚାଖିବାକୁ ବହୁତ ଇଚ୍ଛା ହୋଇଥାଏ। ଏଥିପାଇଁ ଆଜି ଆମେ ଆପଣଙ୍କୁ ଏକ ବଢ଼ିଆ ରେସିପି ନେଇ ଆସିଛୁ। ଆମେ ଆପଣଙ୍କୁ ଆଜି ଏକ ନୂଆ ଷ୍ଟାଇଲର ଅଣ୍ଡା ଭୁଜିଆ ନେଇ ଆସିଛୁ। ଆସନ୍ତୁ ଜାଣିବା ଏହାକୁ କେମିତି କରିବେ ପ୍ରସ୍ତୁତ।

ଆବଶ୍ୟକୀୟ ସାମଗ୍ରୀ

୨ଟି ଅଣ୍ଡା, ୧/୨ ବଡ ଚାମଚ ତେଲ, ୧/୪ ଛୋଟ ଚାମଚ ହଳଦି ପାଉଡର, ଏକ ମିଡିୟମ୍‌ ସାଇଜ୍‌ କଟା ପିଆଜ, ଏକ ମିଡିୟମ ସାଇଜ୍‌ କଟା ଟମାଟୋ, କିଛି ଧନିଆ ପତ୍ର, ଲୁଣ ସ୍ୱାଦାନୁସାରେ।

ପ୍ରସ୍ତୁତି ପ୍ରଣାଳୀ

ସର୍ବପ୍ରଥମେ ତେଲ ଗରମ କରନ୍ତୁ। ଏହାପରେ ସେଥିରେ ପିଆଜ ଏବଂ କଞ୍ଚା ଲଙ୍କା ଏବଂ ଅଣ୍ଡାକୁ ପକାଇ ଭଲଭାବେ ଫେଣ୍ଟି ଦିଅନ୍ତୁ। ଏବେ ସେଥିରେ ହଳଦୀ ପାଉଡର ପକାନ୍ତୁ ଏବଂ କିଛି ସମୟ ପାଇଁ ଫ୍ରାଏ କରନ୍ତୁ । ସବୁକୁ ଭଲଭାବେ ମିଶାଇ ଦିଅନ୍ତୁ। ଏହାପରେ ଏବେ ଏଥିରେ ଲୁଣ ଏବଂ ଟମାଟୋ ପକାଇ କିଛି ସମୟ ଫ୍ରାଏ କରନ୍ତୁ। ଯେତେବେଳେ ଏହା ଫ୍ରାଏ ହୋଇଯିବ ଏଥିରେ ଧନିଆ ପତ୍ର ପକାଇ ଦିଅନ୍ତୁ।

 

Pritiparna

Recent Posts

ନିଟ୍‌ ମାମଲାରେ ଏନଟିଏକୁ ଜବାବ ମାଗିଲେ ସୁପ୍ରିମକୋର୍ଟ, ହେରଫେର ହୋଇଥିଲେ ସମୟ ପୂର୍ବରୁ ସୁଧାରନ୍ତୁ

ନିଟ୍‌ ପରୀକ୍ଷାକୁ ନେଇ ଉଠିଥିବା ବିବାଦ ଥମିବାରେ ନାଁ ଧରୁନି । ଆଜି ପୁଣି NEET ମାମଲାକୁ ନେଇ ସୁପ୍ରିମକୋର୍ଟରେ…

13 mins ago

ଶ୍ରୀମନ୍ଦିରରେ ରୁକ୍ମିଣୀହରଣ ଏକାଦଶୀ, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ (କେନ୍ୟୁଜ); ଆଜି ରୁକ୍ମଣୀ ହରଣ ଏକାଦଶୀ । ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ବିବାହ ଉତ୍ସବ। ଶ୍ରୀ ମନ୍ଦିର ସିଂହ…

20 mins ago

କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା, ଲିଷ୍ଟ ଆଧାରରେ ନିଯୁକ୍ତି ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ (କେନ୍ୟୁଜ): କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ମେରିଟ ଲିଷ୍ଟ ଆଧାରରେ ନିଯୁକ୍ତି ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । …

32 mins ago

ଜୁନରେ ରେକର୍ଡ ଭାଙ୍ଗିଲା ତାତି, ଆହୁରି ତିନି ଦିନ ହେବ ଅସହ୍ୟ ଗୁଳୁଗୁଳି

ଭୁବନେଶ୍ୱର (କେନ୍ୟୁଜ): ଆହୁରି ତିନି ଦିନ ତାତି ସହ ଗୁଳୁଗୁଳି । ରାଜ୍ୟରେ ଆହୁରି ୩ ଦିନ ଯାଏଁ ଜାରି…

46 mins ago

ରିମାରିୟୋ ଶେଫର୍ଡଙ୍କ ଘରେ କୁନି ଅତିଥିଙ୍କୁ ସ୍ୱାଗତ, ବାପା ହେବା ଖୁସିରେ ମିସ୍‌ କଲେ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ

ଟି ୨୦ ବିଶ୍ୱକପ ୨୦୨୪ର ଗ୍ରୁପ ପର୍ଯ୍ୟାୟରେ ଶେଷ ମ୍ୟାଚ େଓ୍ଵଷ୍ଟଇଣ୍ଡିଜ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଉଛି । ଗ୍ରୁପ…

1 hour ago

ଇଟାଲୀ ନିକଟ ସମୁଦ୍ର ଉପକୂଳରେ ବଡ଼ ଦୁର୍ଘଟଣା, ଦୁଇଟି ବୋଟ୍‌ ବୁଡ଼ି ୧୧ ପ୍ରବାସୀଙ୍କ ମୃତ୍ୟୁ, ୬୦ ନିଖୋଜ

ଇଟାଲୀର ଦକ୍ଷିଣ ସମୁଦ୍ର ଉପକୂଳରେ ଦୁଇଟି ବୋଟ୍‌ ବୁଡ଼ିଯାଇଛି । ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୦ରୁ…

1 hour ago