ଏହିସବୁ ରୋଗରୁ ରକ୍ଷାକରେ ବଡ଼ ଅଳେଇଚ

ବଡ ଅଳେଇଚ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍‌-ସି ଏବଂ ପୋଟାସିୟମ ଭରପୂର ମାତ୍ରାରେ ଥାଏ। ଏହା ଶରୀରରୁ ବିଷାକ୍ତ ପଦାର୍ଥଗୁଡିକ ବାହାର କରିବାରେ ସହାୟକ ହୋଇଥାଏ। ତାହେଲେ ଆସନ୍ତୁ ଜାଣିବା ବଡ଼ ଅଳେଇଚ ଦ୍ୱାରା ଶରୀରକୁ କେଉଁ କେଉଁ ଲାଭ ମିଳିଥାଏ

୧- ଶ୍ୱାସରୋଗୀ ପ୍ରତିଦିନ ଅଳେଇଚ ଖାଇବା ଆବଶ୍ୟକ। ଥଣ୍ଡା-କାଶ, ମୁଖ-ଦୁର୍ଗନ୍ଧ ଦୂର ପାଇଁ ମଧ୍ୟ ଅଳେଇଚ ଉପକାରୀ ହୋଇଥାଏ।

୨- ଅଳେଇଚ ସେବନ କରିଲେ ରକ୍ତଚାପ ବି ନିୟନ୍ତ୍ରଣ ଭିତରେ ରହିଥାଏ।

ଏହାସହ ପଢନ୍ତୁକେଶ ବିଷୟରେ ଏହି ଅଜଣା କଥା ଯାହାକୁ ପୂର୍ବରୁ ଜାଣିନଥିବେ ଆପଣ, ବଦଳିଥାଏ ପ୍ରତି ଛଅ ମାସରେ

୩- ଏଥିରେ ପୋଟାସିୟମ ଓ ଫାଇବର୍‌ ଅଧିକ ମାତ୍ରାରେ ଥିବା ଯୋଗୁ ରକ୍ତ ସଞ୍ଚାଳନ ଭଲ ହୁଏ।

୪- ପ୍ରତିଦିନ ଅଳେଇଚ ଖାଇଲେ ମୂତ୍ର ସଂକ୍ରମଣରୁ ବି ମୁକ୍ତି ମିଳିଥାଏ।

୫- ରାତିରେ ଦୁଇଟି ଅଳେଇଚ ଖାଇ ପାଣି ପିଇଲେ ମହିଳାଙ୍କର କେଶ ମଜଭୁତ ହୋଇଥାଏ ଓ କେଶ ଝଡିବା ବନ୍ଦ ହୋଇଥାଏ।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

21 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

24 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

30 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

39 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

39 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

57 mins ago