ଲାଇଫ୍ ଷ୍ଟାଇଲ୍

ଲାଫିଙ୍ଗ ବୁଦ୍ଧ ଜୀବନରେ ଭରିଦିଏ ସମୃଦ୍ଧି, ଜାଣନ୍ତୁ ଘରର କେଉଁ ଦିଗରେ ରଖିବାର କ’ଣ ରହିଛି ନିୟମ

ହିନ୍ଦୁ ଧର୍ମରେ ଲକ୍ଷ୍ମୀ ଏବଂ କୁବେରଙ୍କୁ ଧନ ଏବଂ ସମୃଦ୍ଧିର ଦେବତା ବୋଲି ଗ୍ରହଣ କରାଯାଇଛି। ସେହିପରି ଲାଫିଙ୍ଗ ବୁଦ୍ଧ ସୁଖ ଓ ସମୃଦ୍ଧି ଆଣିଥାଏ ବୋଲି ଚୀନବାସୀ ମାନିଥାନ୍ତି। ଲାଫିଙ୍ଗର ବୁଦ୍ଧର ଏପରି ମହତ୍ତ୍ୱ ଯୋଗୁଁ ଲୋକେ ନିଜ ଘରେ କିମ୍ବା କାହାକୁ ଉପହାର ସଦୃଶ ଏହାକୁ ଦେଇଥାନ୍ତି। କିନ୍ତୁ କ’ଣ ଆପଣ ଜାଣନ୍ତି କି, ଲାଫିଙ୍ଗ ବୁଦ୍ଧକୁ ଘରେ ରଖିବାର ଅନେକ କିଛି ନିୟମ ରହିଛି। ଯାହା ଆପରଙ୍କ ଜୀବନରେ ସୁଖ ସମୃଦ୍ଧି ଆଣିଥାଏ। ଆସନ୍ତୁ ଜାଣିବା ଘରର କେଉଁ ଦିଗରେ ଲାଫିଙ୍ଗ ବୁଦ୍ଧ ରଖିଲେ କ’ଣ ଲାଭ ମିଳିଥାଏ।

– କୌଣସି ଘରର ଭାଗ୍ୟ ଏବଂ ସୁଖଶାନ୍ତି ପୂର୍ବଦିଗ ସହିତ ଜଡିତ ଥାଏ। ଯଦି ଆପଣ ନିଜ ଘରର ଲୋକମାନଙ୍କ ମଧ୍ୟରେ ସ୍ନେହ,ପ୍ରେମ ଏବଂ ତାଳମେଳ ବଢାଇବାକୁ ଚାହୁଁଛନ୍ତି, ତେବେ ଲାଫିଙ୍ଗ ବୁଦ୍ଧକୁ ପୂର୍ବ ଦିଗରେ ରଖନ୍ତୁ।

– ଫେଙ୍ଗସୁଇ ଅନୁସାରେ ଲାଫିଙ୍ଗ ବୁଦ୍ଧ ନିଜ ଘରର ଦକ୍ଷିଣ ଦିଗରେ ରଖିବା ଦ୍ୱାରା ସକାରାତ୍ମକ ଉର୍ଜା ବଢିଥାଏ, ଯାହା ଧନ ଏବଂ ସୁଖକୁ ଘରକୁ ଆକର୍ଷିତ କରିଥାଏ। ଚାକିରି ହେଉ ଅବା ବ୍ୟବସାୟ ଆପଣଙ୍କ ଶତ୍ରୁ କି ବି କରିପାରିବେ ନାହିଁ।

– ଲାଫିଙ୍ଗ ବୁଦ୍ଧକୁ ଘରେ ହେଉ ଅବା ଅଫିସରେ ନିଜ ଆଖି ସିଧା ରଖିବା ଉଚିତ। ଅର୍ଥାତ୍‌ ଆପଣ ଏହାକୁ ଦେଖିବା ବେଳେ ସିଧାମୁହଁ କରି ବା ମୁହଁ ଯେପରି ଉପରକୁ ନଉଠେ। ଅଧିକ ଉଚ୍ଚା କିମ୍ବା ତଳେ ରଖିବା ଉଚିତ ନୁହେଁ।

– ଗଣେଶଙ୍କ ମୁହଁ ଯେପରି ମୁଖ୍ୟଦ୍ୱାରା ସାମ୍ନାକୁ ରଖୁଛନ୍ତି, ସେଭଳି ଲାଫିଙ୍ଗ ବୁଦ୍ଧକୁ ମଧ୍ୟ ଘରର ମୁଖ୍ୟଦ୍ୱାରକୁ ସାମ୍ନା କରି ରଖନ୍ତୁ। ଏପରି କଲେ ଧନ, ସମୃଦ୍ଧି ବୃଦ୍ଧି ହେବ।

Swagatika

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

47 mins ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

1 hour ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

1 hour ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

2 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

2 hours ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

2 hours ago