ଶୋଇବା କକ୍ଷରେ କେଉଁ ଫଟୋ ଲଗାଇବା କଥା ଓ କ’ଣ ନ ଲଗାଇବା କଥା ସେ ନେଇ ବାସ୍ତୁଶାସ୍ତ୍ରରେ ଉଲ୍ଲେଖ କରାଯାଇଛି। ବେଳେବେଳେ ଶୋଇବା ଘରେ ଲୋକମାନେ ମନ ଇଚ୍ଛା କେତେକ ଫଟୋ ଲଗାଇଥାନ୍ତି ଯାହା ଫଳରେ ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖାଯାଏ। ଖାସ୍ କରି ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଏହି କାରଣରୁ କଳି, ଝଗଡ଼ା ଆଦି ହୋଇଥାଏ। ଏହି ଫଟୋକୁ ବେଡରୁମ୍ରୁ ବାହାର କରିବା ପରେ ପୁଣିଥରେ ପତିପତ୍ନୀଙ୍କ ମଧ୍ୟରେ ସମ୍ପର୍କ ମଧୁର ହୋଇଥାଏ। ତେବେ ଆଜି ଆସନ୍ତୁ ଜାଣିବା ଶୟନ କକ୍ଷରେ କେଉଁ ୫ଟି ଫଟୋ ଲଗାଇବା ଦ୍ୱାରା ଦାମ୍ପତ୍ୟ ଜୀବନରେ ପ୍ରେମ ଭରିଯାଇଥାଏ।
ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…
ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…