ଜାଣନ୍ତୁ ଗର୍ଭାବସ୍ଥା ସମୟରେ କିପରି ଶୋଇବା ଉଚିତ

ପ୍ରତ୍ୟେକ ମହିଳାଙ୍କ ପାଇଁ ଗର୍ଭାବସ୍ଥା ହେଉଛି ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୟ। ଏପରି ଅବସ୍ଥାରେ ମହିଳାଙ୍କର ସ୍ୱତନ୍ତ୍ର ଯତ୍ନ ନେବାକୁ ପଡ଼ିଥାଏ। ସ୍ୱାସ୍ଥ୍ୟକର ଖାଦ୍ୟ ସହିତ ପର୍ଯ୍ୟାପ୍ତ ପରିମାଣରେ ଶୋଇବା ଏହି ସମୟରେ ନିତାନ୍ତ ଆବଶ୍ୟକ। ଗର୍ଭାବସ୍ଥାରେ ହରମୋନ୍ ପରିବର୍ତ୍ତନ ଯୋଗୁ ମହିଳାମାନେ ଅନେକ ସ୍ୱାସ୍ଥ୍ୟ ସମ୍ୱନ୍ଧୀୟ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ଯେଉଁ କାରଣରୁ ମହିଳାମାନଙ୍କୁ ଠିକ୍ ଭାବରେ ନିଦ ହୋଇ ନଥାଏ। ଏପରିକି ମହିଳାମାନେ ଏହି ସମୟରେ ଭୟଭୀତ ଅବସ୍ଥାରେ ରହିଥାନ୍ତି। ନିଦ ନହେଲେ ଗର୍ଭରେ ଥିବା ଶିଶୁ ଉପରେ ମଧ୍ୟ ଖରାପ ପ୍ରଭାବ ମଧ୍ଯ ପଡ଼ିଥାଏ। ତେଣୁ ଆଜି ଆମେ ଆପଣଙ୍କୁ କହିବାକୁ ଯାଉଛୁ ଗର୍ଭାବସ୍ଥା ସମୟରେ ଭଲ ନିଦ ହେବ କିପରି।

-ଗର୍ଭାବସ୍ଥାର ତୃତୀୟ ମାସରେ ଗୋଟିଏ କଡ଼ ମାଡ଼ି ଶୁଅନ୍ତୁ ନାହିଁ। କିଛି କିଛି ସମୟ ବ୍ୟବଧାନରେ କଡ଼ ଲେଉଟାନ୍ତୁ। ବାମ ପଟ ମାଡ଼ି ଶୋଇବା ଅଭ୍ୟାସ କରନ୍ତୁ। ଏପରି ଶୋଇଲେ ରକ୍ତ ସଞ୍ଚାଳନ ଠିକ୍ ହୋଇଥାଏ।

-ରାତିରେ ହାଲ୍କା ଖାଦ୍ୟ ଖାଆନ୍ତୁ। ଛାତି ଜଳାପୋଡ଼ା ସମସ୍ୟାରୁ ରକ୍ଷା ପାଇବା ପାଇଁ ମସଲା ଜାତୀୟ ଓ ତୈଳଯୁକ୍ତ ଖାଦ୍ୟଠାରୁ ଦୂରେଇ ରୁହନ୍ତୁ।

-ସୁସ୍ଥ ରହିବା ପାଇଁ ନିୟମିତ ଯୋଗ କରନ୍ତୁ। ଏହାଦ୍ୱାରା ଆପଣଙ୍କ ପାଦ ଓ ଆଣ୍ଠୁ ଯନ୍ତ୍ରଣା କମ୍ ହେବ।

ଏହାସହ ପଢନ୍ତୁ: ସୁଖୀ ରହିବାକୁ ଚାହୁଁଛନ୍ତି କି? ତେବେ ଛାଡ଼ନ୍ତୁ ଏହି ସାତୋଟି ଅଭ୍ୟାସ

-ଦିନରେ ବାରମ୍ୱାର କିଛି ନା କିଛି ଖାଆନ୍ତୁ। କାରଣ ଖାଲି ପେଟରେ ରହିଲେ ବାନ୍ତି ହେବାର ସମ୍ଭାବନା ରହିଥାଏ।

-ଗର୍ଭାବସ୍ଥା ସମୟରେ ମହିଳାମାନେ ବେଡ୍ର ଦୁଇ ପଟରେ ତକିଆ ଦେଇ ଶୋଇବା ଉଚିତ୍।

-ଶୋଇବା ପୂର୍ବରୁ ଉଷୁମ ପାଣିରେ ଗାଧାନ୍ତୁ। ଏପରି କରିବା ଦ୍ବାରା ରିଲାକ୍ସ ଲାଗିବା ସହ ଭଲ ନିଦ ମଧ୍ୟ ହୋଇଥାଏ।

KNews Bureau

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

24 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

35 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

48 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

51 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

1 hour ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago