ଲାଇଫ୍ ଷ୍ଟାଇଲ୍

ଘରେ ଥିବା ଏହି ୩ ଜିନିଷ ସୃଷ୍ଟି କରିପାରେ ବାସ୍ତୁ ଦୋଷ, ଜାଣନ୍ତୁ କ‘ଣ

ବାସ୍ତୁ ଶାସ୍ତ୍ର ଘର ଏବଂ ଘରର ବସ୍ତୁକୁ ସଠିକ୍ ଦିଗରେ ରଖିବା ପାଇଁ ଦିଗ ଗଣନା କରିଥାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ ଭିନ୍ନ ଭିନ୍ନ ଦିଗ ଅଲଗା ଅଲଗା ବସ୍ତୁ ଏବଂ କାର୍ଯ୍ଯ ପାଇଁ ବିଭିନ୍ନ ପ୍ରକାର ଫଳ ପ୍ରଦାନ କରିଥାଏ। ପ୍ରତ୍ଯେକ ଦିଗରୁ ଏକ ଶକ୍ତି ଆସିଥାଏ, ଯାହା ଘରର ନକ୍ସା ଏବଂ ଘରେ ଥିବା ଜିନିଷପତ୍ର ଦ୍ବାରା ପ୍ରଭାବିତ ହୋଇଥାଏ।

କୁହାଯାଇଥାଏ ବାସ୍ତୁ କାରଣରୁ ଘରେ ସକାରାତ୍ମକ ଏବଂ ନକାରାତ୍ମକ ପ୍ରଭାବ ପଡିଥାଏ। ବିଶେଷ ରୂପେ ଘରୁ ନକାରାତ୍ମକ ଶକ୍ତି ବାହାର କରିବା ଅତ୍ଯନ୍ତ ଆବଶ୍ଯକ। ନଚେତ୍ ଘରର ସମସ୍ତ ଲୋକ ପ୍ରତିକୂଳ ରୂପେ ଏହାଦ୍ବାର ପ୍ରଭାବିତ ହୋଇଥାନ୍ତି। ତେବେ ଆସନ୍ତୁ ଜାଣିବା ଘରେ କେଉଁ ଜିନିଷ ରଖିବା ଅଶୁଭ ହୋଇଥାଏ ।

ଘରେ ରଖନ୍ତୁ ନାହିଁ ଏହି ଜିନିଷ

ବହୁତ ଲୋକେ ଘର ସଜାଇବା ପାଇଁ ଫୁଲ ରଖିବା ପସନ୍ଦ କରିଥାନ୍ତି । ହେଲେ ବାସ୍ତୁ ଶାସ୍ତ୍ର ଅନୁସାରେ ଘରେ କିମ୍ବା ମନ୍ଦିରରେ କେବେ ମଉଳି ଯାଇଥିବା ଫୁଲ ରଖନ୍ତୁ ନାହିଁ । କାରଣ ଏହାଦ୍ୱାରା ଘରେ ନକରାତ୍ମକ ପ୍ରଭାବ ବଢ଼ିଥାଏ । ଗଛ-ପତ୍ର ଓ ଫୁଲକୁ ସକରାତ୍ମକ ଶକ୍ତିର କାରକ ମନାଯାଇଥାଏ । ତେଣୁ ଏହାର ଉଚିତ ଦେଖା ଶୁଣା କରନ୍ତୁ । ଯଦି କୌଣସି ଫୁଲ ମଉଳି ଯାଏ, ତେବେ ଏହାକୁ ହଟାଇ ସଜ ଫୁଲ ଲଗାନ୍ତୁ ।

ଘର କିମ୍ବା ଅଫିସରେ ବାହାରିଥିବା ତାର, ଖରାପ ହୋଇଥିବା ଇଲେକ୍ଟ୍ରୋନିକ୍ସ ଉପକରଣ ରଖିବା ଶୁଭ ମନାଯାଇ ନଥାଏ । ବାସ୍ତୁ ଶାସ୍ତ୍ର ଅନୁସାରେ ମନାଯାଏ ଯେ ଏହାଦ୍ୱାରା ଆପଣଙ୍କର ଆଖପାଖରେ ନକରାତ୍ମକତା ବାସ କରିଥାଏ । ଯାହାକି ଆପଣଙ୍କ ଉନ୍ନତି ଓ ଧନ ପ୍ରତି ବାଧା ସୃଷ୍ଟି କରିଥାଏ ।

ଘରେ କେବେ ବି ହିଂସ୍ର ପଶୁ କିମ୍ବା ତାଜମହଲ ଫଟୋ ଲଗାନ୍ତୁ ନାହିଁ । କାରଣ ଏହାଯୋଗୁ ଘରେ ମାନସିକ ଦୁଶ୍ଚିନ୍ତା ଓ କଥା କଟାକଟି ଭଳି ସମସ୍ୟା ଦେଖାଦେଇପାରେ ।

Niharanjan

Recent Posts

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

4 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

6 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

12 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

24 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

30 mins ago

ଶପଥ ନେବା ପାଇଁ ଟ୍ରାକ୍ଟରରେ ସଂସଦ ପହଞ୍ଚିଲେ ରାଜସ୍ଥାନର ସାଂସଦ ଅମରାରାମ, ଭିଡିଓ ଭାଇରଲ

ସାଂସଦ ଅମରାରାମ ଦିଲ୍ଲୀ ରାଜସ୍ଥାନ ହାଉସରୁ ସଂସଦ ପାଇଁ ଟ୍ରାକ୍ଟରରେ ଯାତ୍ରା କରିଛନ୍ତି । ନିଜର ଦେଶୀ ରାଜସ୍ଥାନ ଅନ୍ଦାଜରେ…

35 mins ago