ଲାଇଫ୍ ଷ୍ଟାଇଲ୍

ଏସବୁ ଲକ୍ଷଣରୁ ଜାଣନ୍ତୁ ଯେ ଆପଣଙ୍କ ଶରୀରରେ ଠିକ ଭାବେ କାମ କରୁଛି କରୋନା ଟିକା

କରୋନା ଭାଇରସ ସଂକ୍ରମଣରୁ ମୁକ୍ତି ପାଇବାର ସବୁଠୁ ପ୍ରଭାବଶାଳୀ ଉପାୟ ହେଉଛି ଟିକା। ମାତ୍ର କିଛି ଲୋକ ଏହାର ସାଇଡ୍ ଇଫେକ୍ଟ ଯୋଗୁ ଭୟ କରୁଛନ୍ତି। ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ କହିବାନୁଯାୟୀ, ଭ୍ୟାକ୍ସିନର ସାଇଡ୍ ଇଫେକ୍ଟକୁ ଡରିବାର ଆବଶ୍ୟକତା ନାହିଁ। ଏହି ସବୁ ସାଇଡ୍ ଇଫେକ୍ଟ ହିଁ ସୂଚନା ଦିଏ ଯେ ଟିକା ଆପଣଙ୍କ ଶରୀରରେ କାମ ଦେଉଛି।

କିଛି ଲୋକଙ୍କ ଶରୀରରେ ଟିକା ନେବା ପରେ ଜ୍ୱର, ଥଣ୍ଡା, ମୁଣ୍ଡ ବିନ୍ଧା ଆଦି ଲକ୍ଷଣ ପ୍ରକାଶ ପାଉଛି। ଏହାର ଅର୍ଥ ହେଉଛି ଆପଣଙ୍କ ଇମ୍ୟୁନିଟି ସିଷ୍ଟମ ଖୁବ୍ ଦ୍ରୁତ ଗତିରେ କାମ କରୁଛି। ଯାହା କି ଏକ ଭଲ ଲକ୍ଷଣ ବୋଲି ଆମେରିକାର ମହାମାରୀ ଏକ୍ସପର୍ଟ କହିଛନ୍ତି। କିଛି ଲୋକଙ୍କ ଶରୀରରେ ପ୍ରଥମ ଡୋଜ୍ ପରେ ପ୍ରତିକ୍ରିୟା ପ୍ରକାଶ ପାଉଥିବା ବେଳେ ଆଉ କିଛିଙ୍କ ଠାରେ ଦ୍ଵିତୀୟ ଡୋଜ୍ ପରେ ଜ୍ୱର ଆଦି ଲକ୍ଷଣ ଦେଖା ଦେଉଛି। ସେହିପରି ଆଉ କିଛିଙ୍କ ଶରୀରରେ ଟିକା ନେଇଥିବା ଜାଗାରେ ନାଲି ନାଲି ଦାଗ ହେବା ଓ କୁଣ୍ଡାଇ ହେବା ଆଦି ହେଉଛି। ତେବେ ଏହା ସାଧାରଣ ବୋଲି କହିଛନ୍ତି ବିଶେଷଜ୍ଞ।

ଯଦି ଆପଣଙ୍କୁ ବି ଟିକା ନେବା ପରେ ଜ୍ୱର ଆସୁଛି କିମ୍ବା ଥକା ଲାଗୁଛି, ତେବେ ପ୍ରଚୁର ପରିମାଣରେ ତରଳ ପଦାର୍ଥ ଖାଆନ୍ତୁ ଓ ଆରାମ କରନ୍ତୁ। ଯଦି ଟିକା ନେବା ପରେ ହାତ ଫୁଲୁଛି ତେବେ ବରଫର ପଟି ବାନ୍ଧନ୍ତୁ। ଏହା ସାମାନ୍ୟ ପ୍ରତିକ୍ରିୟା। ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ। କରୋନା ନିୟମ ପାଳନ କରନ୍ତୁ।

WCW 11

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

6 hours ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

10 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

10 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

10 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

10 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

11 hours ago