ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ :ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ । ସୁସ୍ୱାଦୁ ଭୋଜନ ଲାଭ ହେବ । କର୍ତ୍ତବ୍ୟ ପରାୟଣ ହୁଅନ୍ତୁ । ଗୃହରେ ଅଶାନ୍ତି ଦେଖା ଦେବ ।

ବୃଷ : ମନକୁ ଆୟତ୍ତରେ ରଖନ୍ତୁ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ଗାଡି ଚଳାଇବା ବେଳେ ସାବଧାନ ରହିବେ ।

ମିଥୁନ : ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ପାରିବାରିକ ସମସ୍ୟା ଦୂର ହେବ । ବିଦ୍ୟାର୍ଥୀ ସଫଳତା ଅର୍ଜନ କରିବେ ।

କର୍କଟ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ମନରୁ ସନ୍ଦେହ ଭାବ ଦୂର କରନ୍ତୁ । ଆୟ ଉତ୍ତମ ରହିବ ।

ସିଂହ : ଛୋଟ ଛୋଟ କଥାକୁ ନେଇ ବ୍ୟସ୍ତତା ଦେଖାଦେବ । ଶତ୍ରୁ ବୃଦ୍ଧି ହେବେ । କର୍ମକ୍ଷେତ୍ରରେ ସଜାଗ ରହିବା ଆବଶ୍ୟକ ।

କନ୍ୟା : ସ୍ଥିରମନ ହୋଇ କାର୍ୟ୍ୟ କରନ୍ତୁ, ସଫଳତା ପାଇବେ । ବିଦ୍ୟାର୍ଥୀ ସଫଳତା ପାଇବେ । ଗାଡ଼ି ଚଳାଚଳରେ ସାବଧାନ ରହିବା ଆବଶ୍ୟକ ।

ତୁଳା : ଶରୀର ଅସୁସ୍ଥ ରହିପାରେ । ବେପାର ବାଣିଜ୍ୟରେ ସଫଳତା ପାଇବେ । ଆୟ ଉତ୍ତମ ରହିବ ।

ବିଛା : ଗୁରଜନଙ୍କ ସମ୍ମାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଧର୍ମକାର୍ୟ୍ୟରେ ଯୋଗ ଦେବେ ।

ଧନୁ : ପେଟଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ମାନ ସମ୍ମାନ ପ୍ରାପ୍ତି ହେବ ।

ମକର :ତରବରିଆ ଭାବେ କୌଣସି କାର୍ୟ୍ୟ କରନ୍ତୁ ନାହିଁ । କୋର୍ଟ କଚେରୀ ମାମଲା ଠାରୁ ସାବଧାନ ରହିବା ଆବଶ୍ୟକ । ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ : ପରିବାରର ସହଯୋଗ ପାଇବେ । ପିତାଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ମନରୁ ସନ୍ଦେହ ଭାବ ଦୂର କରନ୍ତୁ ।

ମୀନ : ଭାବିଚିନ୍ତି ପ୍ରତ୍ୟେକ କାର୍ୟ୍ୟ କରନ୍ତୁ । ଅନାବଶ୍ୟକ କ୍ଷେତ୍ରରେ ଖର୍ଚ୍ଚ ବୃଦ୍ଧି ହେବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

KNews Bureau

Recent Posts

ଭୋଟ ଗଣତି ପରବର୍ତ୍ତୀ ବିଜୟ ଉତ୍ସବ ପାଳନରେ ଲାଗିଲା କଟକଣା, ବାଜିପାରିବନି ଡିଜେ ଓ ଫୁଟିବନି ବାଣ

ପୁରୀ(କେନ୍ୟୁଜ୍‌) : ରାତି ପାହିଲେ ଭୋଟ ଗଣତି ବାହାରିବ ନିର୍ବାଚନ ଫଳ । କିଏ ପିନ୍ଧିବ ବିଜୟ ମୁକୁଟ ସେନେଇ…

10 mins ago

ଆସନ୍ତାକାଲିଠାରୁ ପୁଣି ବଢ଼ିବ ତାତି, ତତଲା କଡ଼େଇରେ ଭାଜି ହେବେ ଓଡ଼ିଶାବାସୀ

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟରେ କାଳବୈଶାଖୀ ବର୍ଷା ପ୍ରଭାବରେ କମିଛି ତାତି । ଫଳରେ ଆସନ୍ତା ୨୪ ଘଣ୍ଟା ଯାଏ ନାହିଁ ଗ୍ରୀଷ୍ମ…

49 mins ago

ଲୋକଙ୍କୁ ଉଷୁକାଇ କରୁଥିଲା ଦଙ୍ଗା, ପୋଲିସ ହାତରେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ

ସୋରଡ଼ା(କେନ୍ୟୁଜ୍‌): ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ ଗିରଫ। ଅମ୍ବିକା ଦାସକୁ ଗିରଫ କଲା ସୋରଡ଼ା ପୋଲିସ । ଗଞ୍ଜାମ ଜିଲ୍ଲା…

1 hour ago

ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ବାଇକ ଚାଳକ ମୃତ

ବାଙ୍ଗିରିପୋଷି(କେନ୍ୟୁଜ୍‌): ଦ୍ୱାରାଶୁଣି ଘାଟିରେ ପୁଣିଥରେ ଦୁର୍ଘଟଣା । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ୱାରାଶୁଣି ଘାଟିରେ ଅଜଣା ଗାଡି ଧକ୍କାରେ ବାଇକ…

2 hours ago

ଗଠନ ହେବ ନୂଆ ବିଧାନସଭା, ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(କେନ୍ୟୁଜ୍‌): ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ । ରାଜ୍ୟପାଳ ରଘୁବର ଦାଶ ୧୬ତମ ଓଡ଼ିଶା ବିଧାନସଭା ଭଙ୍ଗ ପାଇଁ…

2 hours ago

ୟୁରିକ୍ ଏସିଡ୍‌କୁ ନିୟନ୍ତ୍ରଣ କରିବ କଖାରୁ, ହାର୍ଟ ପାଇଁ ମଧ୍ୟ ହୋଇଥାଏ ଲାଭଦାୟକ

ଆଜିର ଖରାପ ଲାଇଫ୍‌ ଷ୍ଟାଇଲ୍‌ ଏବଂ ଖାଇବା ଅଭ୍ୟାସ ହେତୁ ଲୋକଙ୍କ ମଧ୍ୟରେ ୟୁରିକ୍ ଏସିଡ୍ ସମସ୍ୟା ଦ୍ରୁତ ଗତିରେ…

2 hours ago