Below header

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

mesha

ମେଷ :କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପ୍ରାପ୍ତିି ହେବ । ବନ୍ଧୁମିଳନ ହେବ । ବାଣୀ ନିୟନ୍ତ୍ରଣ ରଖନ୍ତୁ ।

brushaବୃଷ : ଆୟ ବୃଦ୍ଧି ହେବ । ପରିବାରର ସହଯୋଗ ପାଇବେ । ବେପାର ବାଣିଜ୍ୟରେ ସଫଳତା ପ୍ରାପ୍ତି ହେବ । ବିଦ୍ୟୀର୍ଥୀ ସଫଳ ହେବେ ।

mithunaମିଥୁନ : ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

karkataକର୍କଟ : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ମନରୁ ସନ୍ଦେହ ଭାବ ତ୍ୟାଗ କରିବା ସହ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବନ୍ଧୁ ମିଳନ ଯୋଗ ରହିିଛି ।

singhaସିଂହ : ଗୁରୁଜନଙ୍କୁ ସମ୍ମାନ କରନ୍ତୁ । କାହା ସହ ତର୍କବିତର୍କ କରନ୍ତୁ ନାହିଁ । ମାନସମ୍ମାନ ପ୍ରାପ୍ତି ସହ ବନ୍ଧୁଙ୍କ ସହଯୋଗ ମିଳିବ ।

kanyaକନ୍ୟା : ପିତୃତୁଲ୍ୟ ବ୍ୟକ୍ତିିଙ୍କ ସମ୍ମାନ କରନ୍ତୁ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ବିଦ୍ୟାର୍ଥୀ ସଫଳତା ପାଇବେ ।

tulaaତୁଳା :ସ୍ୱାସ୍ଥ୍ୟ ଉତ୍ତମ ରହିବ । ବିଦ୍ୟାର୍ଥୀମାନେ ସଫଳତା ଅର୍ଜନ କରିବେ । ଗୃହରେ ଅଶାନ୍ତି ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ ।

bichhaବିଛା : ସୁସ୍ୱାଦୁ ଭୋଜନ କରିବା ସହ କର୍ମକ୍ଷେତ୍ରରେ ଉନ୍ନତି ହେବ । ବିଦେଶ ଯାତ୍ରା କରିପାରନ୍ତି । ପରିବାରର ସହଯୋଗ ପାଇବେ ।

dhanuଧନୁ : ଭାବିଚିନ୍ତି ଧନ ନିବେଶ କରନ୍ତୁ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଧନ ଲାଭ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ ।

makaraମକର :ତର୍କବିତର୍କ ହୋଇପାରେ । ଖର୍ଚ୍ଚ ବୃଦ୍ଧି ହେବ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ ।

 

kumbhaକୁମ୍ଭ : ସୁସ୍ୱାଦୁ ଭୋଜନ ସହ ମାନସମ୍ମାନ ପ୍ରାପ୍ତି ହେବ । ଧୈଯ୍ୟର୍ର ସହ କାଯ୍ୟର୍ କରନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

minaମୀନ : ସ୍ୱାସ୍ଥ୍ୟ ଉତ୍ତମ ରହିବ । ମାନସିକ ଶାନ୍ତି ପାଇବେ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଅନାବଶ୍ୟକ କ୍ଷେତ୍ରରେ ଖର୍ଚ୍ଚ ବୃଦ୍ଧି ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.