ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ :କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପ୍ରାପ୍ତିି ହେବ । ବନ୍ଧୁମିଳନ ହେବ । ବାଣୀ ନିୟନ୍ତ୍ରଣ ରଖନ୍ତୁ ।

ବୃଷ : ଆୟ ବୃଦ୍ଧି ହେବ । ପରିବାରର ସହଯୋଗ ପାଇବେ । ବେପାର ବାଣିଜ୍ୟରେ ସଫଳତା ପ୍ରାପ୍ତି ହେବ । ବିଦ୍ୟୀର୍ଥୀ ସଫଳ ହେବେ ।

ମିଥୁନ : ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

କର୍କଟ : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ମନରୁ ସନ୍ଦେହ ଭାବ ତ୍ୟାଗ କରିବା ସହ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବନ୍ଧୁ ମିଳନ ଯୋଗ ରହିିଛି ।

ସିଂହ : ଗୁରୁଜନଙ୍କୁ ସମ୍ମାନ କରନ୍ତୁ । କାହା ସହ ତର୍କବିତର୍କ କରନ୍ତୁ ନାହିଁ । ମାନସମ୍ମାନ ପ୍ରାପ୍ତି ସହ ବନ୍ଧୁଙ୍କ ସହଯୋଗ ମିଳିବ ।

କନ୍ୟା : ପିତୃତୁଲ୍ୟ ବ୍ୟକ୍ତିିଙ୍କ ସମ୍ମାନ କରନ୍ତୁ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ବିଦ୍ୟାର୍ଥୀ ସଫଳତା ପାଇବେ ।

ତୁଳା :ସ୍ୱାସ୍ଥ୍ୟ ଉତ୍ତମ ରହିବ । ବିଦ୍ୟାର୍ଥୀମାନେ ସଫଳତା ଅର୍ଜନ କରିବେ । ଗୃହରେ ଅଶାନ୍ତି ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ ।

ବିଛା : ସୁସ୍ୱାଦୁ ଭୋଜନ କରିବା ସହ କର୍ମକ୍ଷେତ୍ରରେ ଉନ୍ନତି ହେବ । ବିଦେଶ ଯାତ୍ରା କରିପାରନ୍ତି । ପରିବାରର ସହଯୋଗ ପାଇବେ ।

ଧନୁ : ଭାବିଚିନ୍ତି ଧନ ନିବେଶ କରନ୍ତୁ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଧନ ଲାଭ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ ।

ମକର :ତର୍କବିତର୍କ ହୋଇପାରେ । ଖର୍ଚ୍ଚ ବୃଦ୍ଧି ହେବ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ ।

 

କୁମ୍ଭ : ସୁସ୍ୱାଦୁ ଭୋଜନ ସହ ମାନସମ୍ମାନ ପ୍ରାପ୍ତି ହେବ । ଧୈଯ୍ୟର୍ର ସହ କାଯ୍ୟର୍ କରନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

ମୀନ : ସ୍ୱାସ୍ଥ୍ୟ ଉତ୍ତମ ରହିବ । ମାନସିକ ଶାନ୍ତି ପାଇବେ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଅନାବଶ୍ୟକ କ୍ଷେତ୍ରରେ ଖର୍ଚ୍ଚ ବୃଦ୍ଧି ହେବ ।

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

23 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

38 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

53 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago