ବିଜେଡିର ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା, ବଡ଼ଚଣାରୁ ନିର୍ବାଚନ ଲଢିବେ ବର୍ଷା ପ୍ରିୟଦର୍ଶିନୀ
ଭୁବନେଶ୍ୱର (କେନ୍ୟୁଜ): ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ । ସୁପ୍ରିମୋ ନବୀନ ପଟ୍ଟନାୟକ ଷଷ୍ଠ ପର୍ଯ୍ୟାୟରେ ୯ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି ।
ଚିଲିକା- ରଘୁନାଥ ସାହୁ
ବଡ଼ଚଣା-ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ
କେନ୍ଦ୍ରାପଡ଼ା- ଗଣେଶ୍ବର ବେହେରା
ଆନନ୍ଦପୁର- ଅଭିମନ୍ୟୁ ସେଠୀ
ସାରସକଣା- ଦେବାଶିଷ ମାରାଣ୍ଡି
କରଞ୍ଜିଆ- ବାସନ୍ତୀ ହେମ୍ବ୍ରମ…
Read More...