ମହାପ୍ରଭୁଙ୍କ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି, ଆଜିଠୁ ସପ୍ତାହେ ଧରି ଦୋଳଉତ୍ସବ ଆରମ୍ଭ ହେବ
ପୁରୀ (କେନ୍ୟୁଜ): ଆଜି ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ । ଏଥିପାଇଁ ଶ୍ରାମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ମଧ୍ୟ ଆରମ୍ଭ ହେବ। ଫଗୁ ଦଶମୀରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବାପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିବେ ।…
Read More...