ଆଜିଠୁ ଓଜେଇଇ ପରୀକ୍ଷା
ଆଜିଠୁ ଓଜେଇଇ ପରୀକ୍ଷା । ୩ଟି ପର୍ଯ୍ୟାୟରେ ହେବ ପରୀକ୍ଷା । ଆସନ୍ତା ୧୦ ତାରିଖ ଯାଏ ପରୀକ୍ଷା ଚାଲିବ । ପ୍ରଥମ ପର୍ଯ୍ୟାୟ ପରୀକ୍ଷା ୮ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ। ୨ୟ ପର୍ଯ୍ୟାୟ ପରୀକ୍ଷା ଦିନ ୧୨ଟା ୩୦ରୁ ୨ଟା ୩୦ ଯାଏ ଓ ୩ୟ ପର୍ଯ୍ୟାୟ ପରୀକ୍ଷା ୪ଟା ୩୦ରୁ ୬ଟା ୩୦ ପର୍ଯ୍ୟନ୍ତ ଚାଲିବ ।
ସିବିଟି ମୋଡ୍ ରେ ହେବ ପରୀକ୍ଷା । ଚଳିତବର୍ଷ ୬୫ ହଜାର ୭୪୨ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ । ଏଥିପାଇଁ ରାଜ୍ୟରେ ମୋଟ…
Read More...