ନୂଆ ତେଲ ମୂଲ୍ୟ ଜାରି; କେତେ କମିଲା, କେତେ ବଢ଼ିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ ଜାଣନ୍ତୁ…
ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର । ତୈଳ କମ୍ପାନୀଗୁଡିକ ସକାଳେ ଜାରି କରିଥିବା ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ମଧ୍ୟ ଏକ ବଡ ପରିବର୍ତ୍ତନ ଦେଖିବାକୁ ମିଳୁଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୩୪ ପଇସା ହୋଇଛି । ଡିଜେଲ ଦର ୯୨ ଟଙ୍କା ୯୧ ପଇସାକୁ ହ୍ରାସ ପାଇଛି ।
ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର ୮୭ ଟଙ୍କା ୬୨ ପଇସାକୁ ହ୍ରାସ…
Read More...