ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ପେଟଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି ।
ବୃଷ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ପାରିବାରିକ ସମସ୍ୟା ଦୂର ହେବ । ସୁସ୍ୱାଦୁ ଭୋଜନ ସହ ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ ।
ମିଥୁନ : ପାରିବାରିକ ସମସ୍ୟା ଦେଖାଦେବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ବନ୍ଧୁ ମିଳନ ହେବ ।
କର୍କଟ : ବିଦେଶ ଯାତ୍ରା ସଫଳ ହେବ । ପରିବାରରେ ଅଶାନ୍ତି ଓ ଅସନ୍ତୁଷ୍ଟି ଦେଖାଦେବ । ଅହଙ୍କାର ତ୍ୟାଗ କରନ୍ତୁ ।
ସିଂହ : ପରିବାରରେ ମନ ମିଳାଇ ଚଳନ୍ତୁ । ମାତାଙ୍କ ସହଯୋଗ ପାଇବେ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।
କନ୍ୟା : ଆୟ ମଧ୍ୟମ ରହିବ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଶତ୍ରୁ ବୃଦ୍ଧି ହୋଇପାରନ୍ତି ।
ତୁଳା : ଅହଂଭାବ ଦୂର କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ ।
ବିଛା : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦିନଟି ଭଲରେ କଟିବ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ ।
ଧନୁ : ସୁସ୍ୱାଦୁ ଭୋଜନ କରିବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଯୁକ୍ତିତର୍କ ଠାରୁ ଦୂରରେ ରହନ୍ତୁ ।
ମକର : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଅହଂଭାବ ଦୂର କଲେ ସଫଳତା ପାଇବେ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ ।
କୁମ୍ଭ : ପରିବାରରେ ଶାନ୍ତି ମିଳିବ । ସ୍ୱାସ୍ଥ୍ୟର ଯତ୍ନ ନେବା ସହ ଭାବିଚିନ୍ତି ପ୍ରତ୍ୟେକ କାର୍ୟ୍ୟ କରନ୍ତୁ । ବିଦ୍ୟାର୍ଥୀ ବିଦ୍ୟାକ୍ଷେତ୍ରରେ ସଜାଗ ରହିବା ଆବଶ୍ୟକ ।
ମୀନ : ଧୈର୍ୟ୍ୟର ସହ ପ୍ରତ୍ୟେକ କାର୍ୟ୍ୟ କରନ୍ତୁ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଶରୀର ଅସୁସ୍ଥ ରହିପାରେ ।