ଜାଣନ୍ତୁ ଆଜିର ଭାଗ୍ୟ

ମେଷ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଭାବିଚିନ୍ତି ପ୍ରତ୍ୟେକ କାର୍ୟ୍ୟ କରନ୍ତୁ । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ ।
ବୃଷ : ପରିବାରର ସହଯୋଗ ମିଳିବ । ସନ୍ତାନଙ୍କୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ ସଚେତନ ରହିବା ଆବଶ୍ୟକ।
ମିଥୁନ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ପରିବାରର ସହଯୋଗ ମିଳିବ । ବେପାର ବାଣିଜ୍ୟରେ ସଫଳତା ପାଇବେ ।
କର୍କଟ : ଅହଂକାର ତ୍ୟାଗ କରନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହିବା ଆବଶ୍ୟକ ।
ସିଂହ : କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଭାବିଚିନ୍ତି ଧନ ନିବେଶ କରନ୍ତୁ । ପାରିବାରିକ ସମସ୍ୟା ଦେଖା ଦେଇପାରେ ।
କନ୍ୟା : ମନରୁ ସନ୍ଦେହ ଭାବ ତ୍ୟାଗ କରନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ପରିବାରର ସହଯୋଗ ମିଳିବ ।
ତୁଳା : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର୍ୟ୍ୟ କରନ୍ତୁ । ଶରୀର ଅସୁସ୍ଥ ରହିପାରେ ।
ବିଛା : କୁଟୁମ୍ବରେ ଆନନ୍ଦ ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ସଚେତନ ହେବା ଆବଶ୍ୟକ ।
ଧନୁ : ଆୟ ମଧ୍ୟମ ରହିବ । ଶତ୍ରୁ ବୃଦ୍ଧି ହୋଇପାରନ୍ତି । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।
ମକର : ପାରିବାରିକ ସମସ୍ୟା ଦୂର ହେବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।
କୁମ୍ଭ : ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ। ଅହଙ୍କାର ତ୍ୟାଗ କରନ୍ତୁ। କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।
ମୀନ : ବେପାର ବାଣିଜ୍ୟରେ ସଫଳତା ପାଇବେ । ପାରିବାରିକ ସମସ୍ୟା ଦୂର ହେବ । ସନ୍ଦେହଭାବ ତ୍ୟାଗ କରନ୍ତୁ ।