ଜାଣନ୍ତୁ ଆଜି କେମିତି ରହିବ ଆପଣଙ୍କ ସାରା ଦିନ

ମେଷ: ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

ବୃଷ: ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ରହିଛି।

ମିଥୁନ: ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ମିଳିବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ।

କର୍କଟ: ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

ସିଂହ: ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ।

କନ୍ୟା: ବେପାରରେ ମନପ୍ରାଣ ଢ଼ାଳି କାମ କରିବା ହେତୁ ଯଥେଷ୍ଟ ଲାଭ ପାଇବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି।

ତୁଳା: ଶକ୍ତିବାନ ଅନୁଭବ କରିବେ। ପରିଶ୍ରମର ତୁରନ୍ତ ଫଳ ମିଳିବ। ପ୍ରତିଷ୍ଠିତ ଲୋକଙ୍କ ସହିତ ସମ୍ପର୍କ ହେବ। ପ୍ରେମରେ ସଫଳତା ପାଇବେ।

ବିଛା: ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ। ଆପଣଙ୍କୁ ଶୀଘ୍ର ନୂଆ ଦାୟିତ୍ବ ମିଳିପାରେ। ରାଜନୀତିରେ ଯୋଗାଯୋଗ ଭଲ ରହିବ।

ଧନୁ: ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ପରିଯୋଜନା ଅର୍ପଣ କରିବେ। ସନ୍ଧ୍ୟାରେ ପ୍ରିୟ ବନ୍ଧୁଙ୍କ ସହିତ ହସଖୁସିର ସମୟ କଟିବ। ଆର୍ଥିକ ସ୍ଥିତି ଭଲ ରହିବ।

ମକର: ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ।

କୁମ୍ଭ: ଆପଣଙ୍କ ପ୍ରୟାସ ଲାଭଦାୟକ ପ୍ରମାଣିତ ହେବ। ରାଜ୍ୟ ବାହାରକୁ ଯିବାର ରାସ୍ତା ଉନ୍ମୁକ୍ତ ହେବ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।

ମୀନ: ସକାରାତ୍ମକ ଭାବନା ବଜାୟ ରଖନ୍ତୁ। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ।