କେମିତି କଟିବ ଆଜିର ଦିନ

ମେଷ : ବିଦେଶ ଯାତ୍ରା ସଫଳ ହେବ । ପରିବାରରେ ଅଶାନ୍ତି ଓ ଅସନ୍ତୁଷ୍ଟି ଦେଖାଦେବ । ଅହଙ୍କାର ତ୍ୟାଗ କରନ୍ତୁ ।
ବୃଷ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ସୁସ୍ୱାଦୁ ଭୋଜନ କରିବେ । ଛୋଟ ଛୋଟ କଥାକୁ ନେଇ ଅଶାନ୍ତି ଦେଖାଦେବ ।
ମିଥୁନ : ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ହଠାତ୍ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।
କର୍କଟ : ଅହଂଭାବ ଦୂର କରନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହିବା ଭଲ ।
ସିଂହ : ସ୍ଥିରମନ ହୋଇ କାର୍ୟ୍ୟ କରନ୍ତୁ । ମନରୁ ସନ୍ଦେହ ଭାବ ଦୂର କରନ୍ତୁ । ଶରୀର ଅସୁସ୍ଥ ରହିପାରେ ।
କନ୍ୟା : ପାରିବାରିକ ସମସ୍ୟା ଦେଖାଦେବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ବନ୍ଧୁ ମିଳନ ହେବ ।
ତୁଳା : ଧର୍ମକାର୍ୟ୍ୟରେ ଯୋଗ ଦେବେ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ । ସୁସ୍ୱାଦୁ ଭୋଜନ କରିବେ ।
ବିଛା : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ସନ୍ତାନକୁ ନେଇ ଚିନ୍ତିତ ରହିବେ । ବିଦ୍ୟାର୍ଥୀ ସଫଳତା ପାଇବେ ।
ଧନୁ : ପିତାଙ୍କ ଶରୀର ଅସୁସ୍ଥ ରହିବ । ପରିବାର ସହଯୋଗ ପାଇବେ । ଭ୍ରମଣ ଯୋଗ ରହିଛି ।
ମକର : ମନକୁ ଆୟତ୍ତରେ ରଖନ୍ତୁ । ପରିବାରରେ ମନ ମିଳାଇ ଚଳନ୍ତୁ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।
କୁମ୍ଭ : ପରାକ୍ରମ କ୍ଷେତ୍ରରେ ଜୟ ଲାଭ କରିବେ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ ।
ମୀନ : ସୁସ୍ୱାଦୁ ଭୋଜନ କରିବେ । ଛୋଟ ଛୋଟ କଥାକୁ ନେଇ ବ୍ୟତିବ୍ୟସ୍ତତା ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ ।