ଜାଣନ୍ତୁ ଆଜିର ଭାଗ୍ୟ !

mesha

ମେଷ : ସୁସ୍ୱାଦୁ ଭୋଜନ କରିବେ । ପାରିବାରିକ ସମସ୍ୟା ଦୂର ହେବ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

brushaବୃଷ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ଭ୍ରମଣ ଯୋଗ ରହିଛି । ପାରିବାରିକ ସମସ୍ୟା ଦେଖାଦେବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

mithunaମିଥୁନ : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ଅହଂଭାବ ଦୂର କରନ୍ତୁ । ଶତ୍ରୁ ବୃଦ୍ଧି ହେବେ ।

karkataକର୍କଟ : କର୍ମକ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ସଚେତନ ହେବା ଆବଶ୍ୟକ । ସ୍ଥିରମନ ହୋଇ କାର‌୍ୟ୍ୟ କରନ୍ତୁ ।

singhaସିଂହ : ଧର୍ମକାର‌୍ୟ୍ୟରେ ଯୋଗ ଦେବେ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ପରିବାରରେ ମନ ମିଳାଇ ଚଳନ୍ତୁ ।

kanyaକନ୍ୟା : ଅହଂଭାବ ତ୍ୟାଗ କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ପାରିବାରିକ ସମସ୍ୟା ଦୂର ହେବ । ସୁସ୍ୱାଦୁ ଭୋଜନ କରିବେ ।

tulaaତୁଳା : ପିତାଙ୍କ ସହଯୋଗ ପାଇବେ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

bichhaବିଛା : ପରିବାରରେ ମନ ମିଳାଇ ଚଳନ୍ତୁ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଧର୍ମକାର‌୍ୟ୍ୟରେ ପ୍ରତିବନ୍ଧକ ଦେଖାଦେବ ।

dhanuଧନୁ : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ ।

makaraମକର : ପରିବାରରେ ଅଶାନ୍ତି ଦେଖା ଦେଇପାରେ । ସ୍ଥିରମନ ହୋଇ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ଦାମ୍ପତ୍ୟ ଜୀବନରେ କଷ୍ଟ ଦେଖାଦେବ ।

kumbhaକୁମ୍ଭ : ଭ୍ରମଣ ଯୋଗ ରହିଛି । ଛୋଟ ଛୋଟ କଥାକୁ ନେଇ ବ୍ୟତିବ୍ୟସ୍ତତା ଦେଖାଦେବ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ ।

minaମୀନ : ଗାଡି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ । ପିତାଙ୍କ ଶରୀର ଅସୁସ୍ଥ ରହିବ । ସୁସ୍ୱାଦୁ ଭୋଜନ କରିବେ ।