ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଧର୍ମକାର୍ୟ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ ।
ବୃଷ : ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ । ସୁସ୍ୱାଦୁ ଭୋଜନ କରିବେ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।
ମିଥୁନ : ପରିବାରରେ ଶାନ୍ତି ମିଳିବ । ଗାଡ଼ି ଚଳାଇବା ବେଳେ ସାବଧାନ ରହିବା ଆବଶ୍ୟକ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।
କର୍କଟ : ଗୁୁରୁଜନଙ୍କ ସମ୍ମାନ କରନ୍ତୁ । ଭାବିଚିନ୍ତି ପ୍ରତ୍ୟେକ କାର୍ୟ୍ୟ କରନ୍ତୁ । ପରିବାରରେ ଶାନ୍ତି ମିଳିବ । ଦିନଟି ଭଲରେ କଟିବ ।
ସିଂହ : ସ୍ୱାସ୍ଥ୍ୟ ଉତ୍ତମ ରହିବ । କର୍ମକ୍ଷେତ୍ରରେ ସଜାଗ ରହିବା ସହ ଭାବିଚିନ୍ତି ଧନ ନିବେଶ କରନ୍ତୁ । ଦୂର ଯାତ୍ରା ଯୋଗ ରହିଛି ।
କନ୍ୟା : ପରିବାରର ସହଯୋଗ ମିଳିବ । ବନ୍ଧୁମିଳନ ଯୋଗ ରହିଛି । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଭାବିଚିନ୍ତି ପ୍ରତ୍ୟେକ କାର୍ୟ୍ୟ କରନ୍ତୁ ।
ତୁଳା :କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ବୃଦ୍ଧି ହେବ । କୁଟୁମ୍ବରେ ପୀଡ଼ା ଦେଖା ଦେଇପାରେ ।
ବିଛା : ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ମାନସମ୍ମାନ ପ୍ରତି ଧ୍ୟାନ ଦିଅନ୍ତୁ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।
ଧନୁ : ଶତ୍ରୁ ବୃଦ୍ଧି ସହ ଖର୍ଚ୍ଚ ବୃଦ୍ଧି ହେବ । ପରିବାରରେ ଅଶାନ୍ତି ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସଫଳତା ସହ ମାନସମ୍ମାନ ପ୍ରାପ୍ତି ହେବ ।
ମକର : ସ୍ଥିରମନରେ କାର୍ୟ୍ୟ କରନ୍ତୁ । ଭାବିଚିନ୍ତି ଧନ ନିବେଶ କରନ୍ତୁ । ପାରିବାରିକ ସମସ୍ୟା ଦୂର ହେବ ।
କୁମ୍ଭ : ଅହଙ୍କାର ତ୍ୟାଗ କରନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦାମ୍ପତ୍ୟ ଜୀବନରେ ଖୁସି ଦେଖାଦେବ ।
ମୀନ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ପରିବାରରେ ଆନନ୍ଦ ମିଳିବ । ବିଦ୍ୟାର୍ଥୀ ସଫଳତା ପାଇବେ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।