ଜାଣନ୍ତୁ ଆଜିର ଭାଗ୍ୟ !

ମେଷ : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର୍ୟ୍ୟ କରନ୍ତୁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ ।
ବୃଷ : ଗାଡି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ । ପିତାଙ୍କ ଶରୀର ଅସୁସ୍ଥ ରହିବ । ସୁସ୍ୱାଦୁ ଭୋଜନ କରିବେ ।
ମିଥୁନ : କୁଟୁମ୍ବରେ ଆନନ୍ଦ ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ସଚେତନ ହେବା ଆବଶ୍ୟକ ।
କର୍କଟ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ଭ୍ରମଣ ଯୋଗ ରହିଛି । ପାରିବାରିକ ସମସ୍ୟା ଦେଖାଦେବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।
ସିଂହ : ମନରୁ ସନ୍ଦେହ ଭାବ ଦୂର କରନ୍ତୁ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।
କନ୍ୟା : ଆୟ ମଧ୍ୟମ ରହିବ । ଶତ୍ରୁବୃଦ୍ଧି ଦେଖାଦେବ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।
ତୁଳା : ସୁସ୍ୱାଦୁ ଭୋଜନ କରିବେ । ପାରିବାରିକ ସମସ୍ୟା ଦୂର ହେବ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।
ବିଛା : ଧନ ଲାଭ ହେବ । ଭ୍ରମଣ ଯୋଗ ରହିଛି । ଛୋଟଛୋଟ କଥାକୁ ନେଇ ବ୍ୟତିବ୍ୟସ୍ତତା ଦେଖାଦେବ ।
ଧନୁ : ଶରୀର ଅସୁସ୍ଥ ରହିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।
ମକର : ପିତାଙ୍କ ସହଯୋଗ ପାଇବେ । ମାନ ସମ୍ମାନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସଜାଗ ରହିବେ ।
କୁମ୍ଭ : ସନ୍ତାନକୁ ନେଇ ଚିନ୍ତା ବୃଦ୍ଧି ହେବ । ପିତାଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ ।
ମୀନ : ପେଟଜନିତ ରୋଗରେ ପୀଡିତ ହୋଇ ପାରନ୍ତି । ମାତାଙ୍କ ସମ୍ମାନ କରନ୍ତୁ । କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ ।