ଜାଣନ୍ତୁ ଆଜିର ଭାଗ୍ୟ !

ମେଷ : କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଭାବଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।
ବୃଷ : କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ମନକୁ ଆୟତ୍ତରେ ରଖନ୍ତୁ । କୌଣସି ଧର୍ମକାର୍ୟ୍ୟରେ ଯୋଗ ଦେଇ ପାରନ୍ତି ।
ମିଥୁନ : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର୍ୟ୍ୟ କରନ୍ତୁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ ।
କର୍କଟ : ସୁସ୍ୱାଦୁ ଭୋଜନ କରିବେ । ବିଦେଶ ଯତ୍ରା ସଫଳ ହେବ । ହଠାତ୍ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ଆଜି ଦିନଟି ଭଲରେ କଟିବ ।
ସିଂହ : ଧନଲାଭ ହେବା ସହ ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ବିଦ୍ୟାର୍ଥୀ ସଫଳତା ପାଇବେ ।
କନ୍ୟା : ପରିବାରରେ ମନ ମିଳାଇ ଚଳନ୍ତୁ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଧର୍ମକାର୍ୟ୍ୟରେ ପ୍ରତିବନ୍ଧକ ଦେଖାଦେବ ।
ତୁଳା : ମନରୁ ସନ୍ଦେହ ଭାବ ଦୂର କରନ୍ତୁ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ । ତରବରିଆ ଭାବେ କୌଣସି କାର୍ୟ୍ୟ କରନ୍ତୁ ନାହିଁ ।
ବିଛା : ପିତାଙ୍କ ସହଯୋଗ ପାଇବେ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।
ଧନୁ : ବିଦ୍ୟାର୍ଥୀ ସଚେତନ ରହନ୍ତୁ । ଅହଂଭାବ ତ୍ୟାଗ କରନ୍ତୁ । ଆୟ ଉତ୍ତମ ରହିବ । ପରିବାରର ସହଯୋଗ ପାଇବେ ।
ମକର : ଅହଂଭାବ ତ୍ୟାଗ କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ପାରିବାରିକ ସମସ୍ୟା ଦୂର ହେବ । ସୁସ୍ୱାଦୁ ଭୋଜନ କରିବେ ।
କୁମ୍ଭ : ମାନ ସମ୍ମାନ ପ୍ରାପ୍ତି ଅଛି । କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।
ମୀନ : ଧର୍ମକାର୍ୟ୍ୟରେ ଯୋଗ ଦେବେ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ପରିବାରରେ ମନ ମିଳାଇ ଚଳନ୍ତୁ ।