ଜାଣନ୍ତୁ କେମିତି କଟିବ ଆଜିର ଦିନ

mesha

ମେଷ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଭାବିଚିନ୍ତି ଧନ ନିବେଶ କରନ୍ତୁ । ଛୋଟଛୋଟ କଥାକୁ ନେଇ ଅଶାନ୍ତି ଦେଖାଦେବ । ଚକ୍ଷୁପୀଡ଼ା ଦେଖାଦେବ ।

brushaବୃଷ : ସ୍ଥିରମନ ହୋଇ କାର୍ଯ୍ୟ କରନ୍ତୁ । ବନ୍ଧୁମିଳନ ହେବ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ମାନ ସମ୍ମାନ ପ୍ରାପ୍ତି ହେବ ।

mithunaମିଥୁନ : ଦୁରସ୍ଥାନକୁ ଯାତ୍ରା କରିପାରନ୍ତି । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ । ଶରୀର ଅସୁସ୍ଥ ରହିପାରେ ।

karkataକର୍କଟ : ଆୟ ମଧ୍ୟମ ରହିବ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ବିଦ୍ୟାର୍ଥୀ ସଫଳତା ଅର୍ଜନ କରିବେ ।

singhaସିଂହ : ସୁସ୍ୱାଦୁ ଭୋଜନ କରିବେ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ପରିବାରର ସହଯୋଗ ପାଇବେ ।

kanyaକନ୍ୟା : ପରିବାରର ସହଯୋଗ ପାଇବେ । ମାନ ସମ୍ମାନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ ।

tulaaତୁଳା : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ଗାଡ଼ି ଚଳାଇବା ବେଳ ସାବଧାନ ରହିବା ଆବଶ୍ୟକ ।

bichhaବିଛା : ଛୋଟଛୋଟ କଥାକୁ ନେଇ ବ୍ୟତିବ୍ୟସ୍ତତା ଦେଖାଦେବ । ମନରୁ ସନ୍ଦେହ ଭାବ ଦୂର କରନ୍ତୁ ।

dhanuଧନୁ : କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ । ପାରିବାରିକ ସମସ୍ୟା ଦୂର ହେବ । ମନକୁ ଆୟତ୍ତରେ ରଖନ୍ତୁ । makaraମକର : କୋର୍ଟ କଚେରୀ ମାମଲା ଠାରୂ ଦୂରେଇ ରହନ୍ତୁ । ସନ୍ତାନକୁ ନେଇ ଚିନ୍ତିତ ରହିବେ । ବେପାର ବାଣିଜ୍ୟରେ ସଫଳତା ପାଇବେ ।

kumbhaକୁମ୍ଭ : ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ପରିବାରରେ ମନ ମିଳାଇ ଚଳନ୍ତୁ ।

minaମୀନ : ତରବରିଆ ଭାବେ କୌଣସି କାର୍ଯ୍ୟ କରନ୍ତୁ ନାହିଁ । କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ କରନ୍ତୁ । ଧନଲାଭ ହେବ ।