ଜାଣନ୍ତୁ ଆଜିର ଭାଗ୍ୟ !

ମେଷ : ବିଦେଶ ଯାତ୍ରା ପାଇଁ ଯୋଜନା କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।
ବୃଷ : ଅଧିକ ପରିଶ୍ରମ କରିବେ। କୌଣିସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ମିଥୁନ : ବ୍ୟବସାୟରେ ଲାଭ ମିଳିବ। ଘର ପାଇଁ ଜିନିଷ କିଣି ପାରନ୍ତି। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।
କର୍କଟ : କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇ ପାରନ୍ତି।
ସିଂହ : ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ।
କନ୍ୟା : ଅସୁସ୍ଥ ଅନୁଭବ କରିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ।
ତୁଳା : ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ମନ ବିଚଳିତ ରହିବ।
ବିଛା : ଭାଗ୍ୟ ବୃଦ୍ଧି ହେବ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।
ଧନୁ : ବନ୍ଧୁଙ୍କ ସହ କୌଣସି କଥାକୁ ନେଇ ମତାନ୍ତର ହୋଇପାରେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବୁଝି ବିଚାରି କାମ କରନ୍ତୁ।
ମକର : ଖର୍ଚ୍ଚ ବଢ଼ିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପରିବାରରେ ହସ ଖୁସିର ବତାବରଣ ରହିବ।
କୁମ୍ଭ : ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ ବଢ଼ିବ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।
ମୀନ : ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଭଲ ରହିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।