ରାଶିଫଳ: ଦିନ ଆରମ୍ଭରୁ ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ : ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନୀ କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେବେ।
ବୃଷ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।
ମିଥୁନ: ମିଥୁନ ରାଶିର ବ୍ୟକ୍ତିଙ୍କ ପାଇଁ ବର୍ତ୍ତମାନର ସମୟ ଅତ୍ୟନ୍ତ ଶୁଭ। ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ। ନିଜର କାମ ଯଥା ସମୟରେ ପୂରା କରିନେବେ।
କର୍କଟ : ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ।
ସିଂହ : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
କନ୍ୟା : ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନୀ କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେବେ।
ତୁଳା : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।
କନ୍ୟା : ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନୀ କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେବେ।
ବିଛା : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।
ଧନୁ : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।
ମକର : ଆଜି ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଗୁରୁତ୍ୱପୂର୍ଣ୍ଣ ଥିବା କୌଣସି କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର କାରଣ ହେବାର ସୂଚନା ରହିଛ। କଳା, କାରିଗରି, ପ୍ରଶାସନିକ କାର୍ଯ୍ୟ, ଆଇନ, ସଭାସମିତି ରେ ପ୍ରଶଂସିତ ହେବେ।
କୁମ୍ଭ : ଆଜି ଆପଣ ନିଜର କାର୍ଯ୍ୟପଦ୍ଧତି ପରିବର୍ତ୍ତନ କରିବେ। ଯୋଜନା ବଦଳିଯିବା ସାଙ୍ଗକୁ ଗସ୍ତ ମଧ୍ୟ ସ୍ଥଗିତ ରହିଯାଇପାରେ। ଯାନବାହନ, ଗୃହସୀମା, ସଭାସମିତି, ଜମିଜମା, ନିକଟ ସମ୍ପର୍କୀୟ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ। ଯାହାକୁ ବେଶି ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ଦ୍ୱାରା ପ୍ରତାରିତ ହୋଇପାରନ୍ତି।
ମୀନ : ଆଜି କର୍ମକ୍ଷେତ୍ରରେ ଅସୁବିଧା ଯୋଗୁ ଟେନ୍ସନ ମଧ୍ୟରେ ରହିବାକୁ ପଡ଼ିପାରେ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ବ୍ୟସ୍ତତା ବଢ଼ିପାରେ। ଟଙ୍କା ପଇସା, ନେବା ଆଣିବା, ଦିଆନିଆ କ୍ଷେତ୍ରରେ ସତର୍କ ରହିବା ଭଲ ହେବ। ଅଶ୍ଳେଷା ନକ୍ଷତ୍ରର କୌଣସି ଆତ୍ମୀୟଙ୍କ ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ।