ଜାଣନ୍ତୁ, ଆଜି ଆପଣଙ୍କ ଭାଗ୍ୟରେ କ’ଣ ଅଛି !

ମେଷ : ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।
କର୍କଟ : ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।
ସିଂହ : ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।
କନ୍ୟା : ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଶତ୍ରୁ ନିଜର ଦୁଷ୍କର୍ମର ଫଳ ପାଇବେ।
ତୁଳା : ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।
ବିଛା : ଆଜି ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଗୁରୁତ୍ୱପୂର୍ଣ୍ଣ ଥିବା କୌଣସି କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର କାରଣ ହେବାର ସୂଚନା ରହିଛି। କଳା, କାରିଗରି, ପ୍ରଶାସନିକ କାର୍ଯ୍ୟ, ଆଇନ, ସଭାସମିତି ରେ ପ୍ରଶଂସିତ ହେବେ।
ଧନୁ: ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। ଯେଉଁମାନେ ନିଜ ପ୍ରିୟ ସହ ଯାତ୍ରା କରୁଛନ୍ତି ସେମାନଙ୍କ ପାଇଁ ଏହା ଅତି ସ୍ମରଣୀୟ କ୍ଷଣ ହେବ।
ମକର : ବେପାରରେ ମନପ୍ରାଣ ଢାଳି କାମ କରିବା ହେତୁ ଯଥେଷ୍ଟ ଲାଭ ପାଇବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ।
କୁମ୍ଭ : ଆଜି ଅଜାଣତରେ ଆପଣଙ୍କ ଦ୍ଵାରା କୌଣସି ଭୁଲ ହୋଇପାରେ, ଯାହାଦ୍ୱାରା ଆପଣଙ୍କ ଉପରିସ୍ଥ କର୍ମଚାରୀ ଆପଣଙ୍କ ଉପରେ କ୍ରୋଧ କରିପାରନ୍ତି। ପ୍ରେମ କ୍ଷେତ୍ରରେ ଆଜି ଆପଣଙ୍କୁ କେହି ଭୁଲ ବୁଝି ପାରନ୍ତି।
ମୀନ : ଆଜି ଆପଣଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।