ଜାଣନ୍ତୁ, ଆଜି ଆପଣଙ୍କ ରାଶିରେ କ’ଣ ଅଛି !

ମେଷ : ଅସଂପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ କରିବେ। କମ୍ ପରିଶ୍ରମ କରିବେ । ଆଧିକ ଉପାର୍ଜନକ୍ଷମ ହେବେ। ଭୂସଂପତ୍ତି କ୍ରୟ କରିବେ। ସାହସିକ ପଦକ୍ଷେପ ନେବେ। ଆର୍ଥିକ ମେରୁଦଣ୍ଡ ସୁଦୃଢ ରହିବ। ସାମାଜିକ ନ୍ୟାୟ ପ୍ରତିଷ୍ଠା କରିବେ। ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ପଦୋନ୍ନତି ହେବ।
ବୃଷ : ଆର୍ଥିକ ବୃତ୍ତିଗତ, ସାମାଜିକ କ୍ଷେତ୍ରରେ ଆଶା ଠାରୁ ଅଧିକ ସଫଳତା ମିଳିବ। କାର୍ଯ୍ୟକୁ ହାସଲ କରିବେ। ସମସ୍ତଙ୍କ ପାଇଁ ଉଦାହରଣ ହେବେ। ଦେହ ମନ ସୁସ୍ଥ ରହିବ। ଉଦ୍ୟମରେ ସଫଳତା ମିଳିବ। ଅସଂପୂର୍ଣ୍ଣ କାମକୁ ସଂପୂର୍ଣ୍ଣ କରିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। ମନ ଖୁସିରେ ରହିବେ।
ମିଥୁନ : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।
କର୍କଟ : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।
ସିଂହ: ପୂର୍ବରୁ ସମୟ ଖରାପ ଥିଲା। କିନ୍ତୁ ଏବେ ଭଲ ସମୟ ଆସିଛି। ଏଣୁ ଉଦ୍ୟମରେ ସଫଳତା ମିଳିବ। ନୂତନ କାମକୁ କାର୍ଯ୍ୟକାରୀ କରିବେ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।
କନ୍ୟା : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ତୁଳା : ଆଜି ଦୀର୍ଘଦିନର ବାଦ ବିବାଦର ଆପୋସ ସମାଧାନ ଘଟିବ। ପରିବାରରେ ଲାଗି ରହିଥିବା ଦୀର୍ଘଦିନର ଅଶାନ୍ତି ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। ମନକଥା ମନରେ ରଖି ବନ୍ଧୁଙ୍କ ସକାଶେ କାମ କରିବାକୁ ବାଧ୍ୟ ହେବେ। ବାଣିଜ୍ୟ, ପରିବହନରେ ଲାଭ କରିପାରିବେ।
ବିଛା : ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନୀ କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେବେ।
ଧନୁ : ଲୋକପ୍ରିୟତା ବଢାଇବା ପାଇଁ କିଛି ବି କରିବେ। ବେକାରୀମାନେ ଚାକିରି ପାଇବେ। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।
ମକର : ଲକ୍ଷ୍ୟସ୍ଥଳରେ ପହଞ୍ଚିବେ। ଆଶା ବାସ୍ତବତାରେ ପରିଣତ ହେବ। ସମସ୍ତଙ୍କୁ ସାହାଯ୍ୟ କରିବେ। ତ୍ୟାଗକୁ ଜଳାଞ୍ଜଳି ଦେବେ। ଦେହ ସୁସ୍ଥ ରହିବ। ଆର୍ଥିକ ସ୍ଥିତି ସୁଦୃଢ ରହିବ। ନିଷ୍ଠା ଓ ଚେଷ୍ଟା ଯୋଗୁଁ ବାଣିଜ୍ୟ ବ୍ୟବସାୟକୁ ସଂପ୍ରସାରଣ କରିବେ।
କୁମ୍ଭ : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ମୀନ : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।