ଆଜିର ରାଶିଫଳ : ଜାଣନ୍ତୁ ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି କିପରି ରହିବ
ଅଫିସ୍ରେ ସହକର୍ମିଙ୍କ ସହଯୋଗ ମିଳିବ । ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ । ପିଲାମାନେ ପାଠ ପଢାରେ ଆଗକୁ ଯାଇପାରନ୍ତି । ଜୀବନସାଥୀଙ୍କ ସହ ଝଗଡା ଦୂର ହେବ ।

ମେଷ: ଆପଣଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଲଭ୍ମେଣ୍ଟ୍ଙ୍କ ପାଇଁ ଦିନଟି ଭଲ ରହିବ । ଜୀବନସାଥୀଙ୍କ ସହ ଝଗଡା ଦୂର ହେବ । ପରିବାର ସହ ସମୟ ଅତିବାହିତ କରିବେ । କୌଣସି ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ପୂର୍ବରୁ କରିଥିବା କାମରେ ସଫଳତା ମିଳିବ, ଚାକିରି ମଧ୍ୟ ମିଳିଯିବ । ପିଲାଙ୍କ ପାଇଁ ଦିନଟି ଶୁଭଦାୟକ ରହିବ ।
ବୃଷ: ଗହଣା ବେପାରୀଙ୍କ ପାଇଁ ଦିନଟି ଲାଭଦାୟକ ହେବ। ଲଭ୍ମେଣ୍ଟ୍ ନିଜ ସାଥିକୁ କୌଣସି ଭଲ ଉପହାର ଦେବେ । କାମକୁ ନୂଆ କରି ଆରମ୍ଭ କରିବେ । ଆପଣ ଅଧିକ ସମୟ ପରିବାର ଏବଂ ସାଙ୍ଗଙ୍କ ସହ ଅତିବାହିତ କରିବେ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । ବିବାଦରୁ ଦୂରେଇ ରହିଲେ ଆପଣଙ୍କ ପାଇଁ ଭଲ ରହିବ ।
ମିଥୁନ: କୌଣସି କାମ କରୁଥିବା ସମୟରେ ଆପଣ ଅନ୍ୟ କାମ ସାରିବା ପାଇଁ ଚେଷ୍ଟା କରିବେ । ବନ୍ଧୁ ସହ ଦିନଟି ଅତିବାହିତ କରିବେ । ସୁସ୍ଥ ରହିବେ । ପିଲାଙ୍କ ପାଇଁ ଦିନଟି ଶୁଭଦାୟକ ରହିବ । ଜରୁରୀ କାମ ଥିଲେ ପୂରା ହୋଇଯିବ । ଯାହାଦ୍ୱାରା ପୂରା ଦିନ ଆପଣ ଖୁସି ରହିବେ । ଯାହାର ଲାଭ ଆଗକୁ ଆସୁଥିବା ସମୟରେ ମିଳିବ ।
କର୍କଟ: ଆଜି ଲଭ୍ମେଣ୍ଟ୍ଙ୍କ ସମ୍ପର୍କ ବହୁତ ଭଲ ରହିବ । ଦାମ୍ପାତ୍ୟ ଜୀବନରେ ଖୁସି ମିଳିବ । ସାଙ୍ଗଙ୍କ ସହ ଦିନଟି ଭଲ ରହିବ । ଏହାସହ ସାଙ୍ଗସାଥିଙ୍କ ସହ ଭେଟ ହେବାର ସୁଯୋଗ ରହିଛି । ରାଜନୀତି କରୁଥିବା ଲୋକଙ୍କ ପାଇଁ ଦିନଟି ଅନୁକୂଳ ରହିବ। ଅଫିସ୍ରେ କାମକୁ ନେଇ ଆପଣଙ୍କର ଗୁରୁତ୍ୱ ବଢିବ । କ୍ୟାରିୟର ବିଷୟରେ ଚିନ୍ତା କରିବେ ।
ସିଂହ: ଅଫିସ୍ କାମରେ ବିଳମ୍ବ ହେବ । ଅଟକିଥିବା କାମ ପୂରା ହେବ । ଅଫିସ୍ର ଯେକୌଣସି କାମ ଧିରେ ଧିରେ କରିବା ଆପଣଙ୍କ ପାଇଁ ଲାଭଦାୟକ ହେବ । ଯେକୌଣସି କାମ କରିବେ ତାକୁ ଯତ୍ନର ସହିତ କରିବା ଉଚିତ । ସହକର୍ମିଙ୍କ ଠାରୁ ସାହାଯ୍ୟ ଆଶା କରିବେ । ପାରିବାରିକ ଜୀବନରେ ଆଜି ଖୁସି ମିଳିବ । ଯାହାଦ୍ୱାରା ଆପଣଙ୍କ ଭବିଷ୍ୟତରେ ଲାଭ ହେବ ।
କନ୍ୟା: ଲୋକମାନେ ଆପଣଙ୍କଠାରୁ କିଛି କଥା ଶିଖିବା ପାଇଁ ଚେଷ୍ଟା କରିବେ । ଛାତ୍ରଛାତ୍ରୀମାନଙ୍କୁ କୌଣସି ପ୍ରତିଯୋଗିତାରେ ଭାଗ ନେବା ପାଇଁ ମଉକା ମିଳିବ । ଚାକିରି ମିଳିବାର ସମ୍ଭାବନା ରହିଛି । ପୂରା ଦିନରେ ଆପଣ ବହୁତ ଖୁସି ରହିବେ । ଗୁରୁଜନଙ୍କ ଆଶିର୍ବାଦ ମିଳିବ । ସ୍ୱାସ୍ଥ୍ୟ ଭଲ ରହିବ । ସବୁ ଠିକ୍ ରହିବ । ଆପଣଙ୍କ ଭାଗ୍ୟ ଆପଣଙ୍କ ସହିତ ରହିବ ।
ତୁଳା: ଏହି ରାଶିର ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ଏବଂ ପଢିବାରେ ମନ ଲାଗିବ । ଅଫିସ୍ରେ କାମକୁ ନେଇ ଆପଣଙ୍କର ଗୁରୁତ୍ୱ ବଢିବ । ଆଜି ଆପଣଙ୍କୁ ଅନେକ ପ୍ରକାରର ଲାଭ ମିଳିବ । ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କ୍ୟାରିୟରରେ ଆଗକୁ ବଢିବେ । ଆୟ ବୃଦ୍ଧି ହୋଇପାରେ ।ସନ୍ଧ୍ୟାରେ ପିଲାଙ୍କ ସହ ଭଲ ସମୟ ଅତିବାହିତ କରିବେ । ବ୍ୟବହାର ଖରାପ ଯୋଗୁ ଲୋକଙ୍କ ସହ ଆପଣଙ୍କର ଝଗଡା ହୋଇପାରେ ।
ବିଛା: ଶୁଭ ସମାଚାର ମିଳିବାର ସମ୍ଭାବନା ରହିଛି । ପାରିବାରିକ ସମ୍ପର୍କ ଭଲ ରହିବ । ଅଫିସ୍ର ବରିଷ୍ଠ କର୍ମଚାରୀମାନେ ଆପଣଙ୍କ କାମରେ ଖୁସି ହେବେ । କୌଣସି ପୂରୁଣା କାମ ପୂରା କରିବାକୁ ଚିନ୍ତା କରିବେ । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ । ଜୀବନସାଥୀଙ୍କ ସହ ବାହାରକୁ ଯାଇପାରନ୍ତି । ଅର୍ଥ ପ୍ରାପ୍ତି ହୋଇପାରେ ।
ଧନୁ: ଯାହାଦ୍ୱାରା ସମ୍ପର୍କ ସଦୃଢ ହେବ । ଅଫିସ୍ର ବରିଷ୍ଠ କର୍ମଚାରୀମାନେ ଆପଣଙ୍କ କାମରେ ଖୁସି ହେବେ । ମିତ୍ର କୌଣସି କାମରେ ସାହାଯ୍ୟ କରିବେ, ଯାହାଦ୍ୱାରା କାମ ବହୁତ ସହଜରେ ପୂରା ହୋଇଯିବ । କୌଣସି ସାମଜିକ କାମରେ ରୁଚି ଆସିବ । ଖେଳାଳିଙ୍କୁ କାର୍ଯ୍ୟରେ ସଫଳତା ମିଳିବ । ଏହି ରାଶିର ଲୋକେ କିଛି ଚୁକ୍ତି ସ୍ୱାକ୍ଷର କରିବେ । ଲଭ୍ମେଣ୍ଟ୍ଙ୍କ ସହ ବାହାରକୁ ଯାଇପାରନ୍ତି ।
ମକର: ସମସ୍ତଙ୍କ ସହ ମଧୁର ଭାଷାରେ କଥା ହେବେ, ଯାହାଦ୍ୱାରା ଆପଣଙ୍କୁ ସମସ୍ତେ ପସନ୍ଦ କରିବେ । ଅନ୍ଲାଇନ୍ ବ୍ୟବସାୟୀଙ୍କୁ ଲାଭ ମିଳିବ । କିଛି ଶୁଭ ଖବର ମିଳିପାରେ । ଛାତ୍ରଛାତ୍ରୀମାନଙ୍କୁ କୌଣସି ପ୍ରତିଯୋଗିତାରେ ଭାଗ ନେବା ପାଇଁ ମଉକା ମିଳିବ । କିଛି ନୂଆ କାମ ପାଇଁ ଯୋଜନା କରିବେ । ଚାକିରିରେ ପଦୋନ୍ନତି ମିଳିବ ।
କୁମ୍ଭ: ଆପଣଙ୍କ ପାଇଁ ଆଜିର ଦିନ ଭଲ ରହିବ । ଦାମ୍ପତ୍ୟ ଜୀବନରେ ଶୁଭ ସମାଚାର ମିଳିପାରେ। କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଦ୍ୱନ୍ଦ୍ୱରେ ରହିବେ । କୌଣସି କାମ କରିବା ପୂର୍ବରୁ ଅନୁଭବୀ ବ୍ୟକ୍ତିଙ୍କ ଠାରୁ ଉପଦେଶ ନେବା ଠିକ୍ ହେବ। ଚିନ୍ତା କରିଥିବା କାମ ପୂରା ହୋଇଯିବ । ଆଜି ଆପଣ ବ୍ୟବସାୟ କିମ୍ବା ଅଫିସ୍ କାମରେ ଯାତ୍ରା କରିପାରନ୍ତି ।
ମୀନ: ବ୍ୟବସାୟ କରୁଥିବା ଲୋକଙ୍କ ପାଇଁ ଦିନଟି ଶୁଭମୟ ହେବ। ଆପଣ ନିଜ କାମ କରିବା ପ୍ରକ୍ରିୟାରେ ପରିବର୍ତ୍ତନ ଆଣିବେ । ଭାଇଙ୍କ ସହ ସମ୍ପର୍କ ସଦୃଢ ହେବ । ଆୟ ବୃଦ୍ଧି ହୋଇପାରେ । ଆପଣଙ୍କ ଭାଗ୍ୟ ଆପଣଙ୍କ ସହିତ ରହିବ । ପରିବାରରେ ବିବାଦ ଥିଲେ ତାହା ବହୁତ ଶୀଘ୍ର ଠିକ୍ ହୋଇଯିବ । ଆସବାବପତ୍ର କିଣିବା ପାଇଁ ଦିନଟି ଭଲ । ଲୋକମାନେ ଆପଣଙ୍କଠାରୁ କିଛି କଥା ଶିଖିବା ପାଇଁ ଚେଷ୍ଟା କରିବେ ।