ଆପଣଙ୍କ ଭାଗ୍ୟ, ଜାଣନ୍ତୁ ଦିନ ଆରମ୍ଭରୁ କ’ଣ କହୁଛି ଆପଣଙ୍କ ରାଶି

ମେଷ : ଆଜିର ଦିନ ଆପଣଙ୍କ ପାଇଁ ଭଲ ରହିବ। ବହୁତ ଦିନର ଅଧା କାର୍ଯ୍ୟ ଶେଷ ହେବ। କାର୍ଯ୍ୟ ହାସଲ କରିବା କ୍ଷେତ୍ରରେ ସଫଳ ହେବେ। ଆର୍ଥିକ ମେରୁଦଣ୍ଡ ସୁଦୃଢ ହେବ। ଦେହ ମନ ସୁସ୍ଥ ରହିବ। ଋଣ ପରିଶୋଧ କରିବେ। ଅର୍ଥର ଝଡ ବୋହିବ। ନୂତନ କାମକୁ କାର୍ଯ୍ୟକାରୀ କରିବେ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ।
ବୃଷ : ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।
ମିଥୁନ : ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।
କର୍କଟ : ଆଶା ବାସ୍ତବତାରେ ପରିଣତ ହେବ। ଉଦ୍ୟମରେ ସଫଳତା ମିଳିବ। ନିର୍ବାଚନ ପ୍ରତିଦ୍ୱନ୍ଦିବାରେ ବିଜୟୀ ପାଇଁ ସ୍ୱତନ୍ତ୍ର ଭାବେ ପୂଜା କରିବେ। ବେକାରଙ୍କୁ ନିଯୁକ୍ତି ମିଳିବ। ଯାନବାହନ କ୍ଷେତ୍ରରେ ଉନ୍ନତି କରିବେ। ପରିବାରକୁ ନେଇ ଦୂର ଯାତ୍ରା କରିବେ। ପୂଜାପାଠରେ ଅଧିକ ସମୟ ଦେବେ।
ସିଂହ: ଆଜି ଦୈହିକ ସୁସ୍ଥତା ସାଙ୍ଗକୁ ମାନସିକ ଶାନ୍ତି ଆପଣଙ୍କ ଜୀବନଯାତ୍ରାକୁ ସରଳୀକୃତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହାକି ଅନ୍ତର୍ଦାହ ସୃଷ୍ଟି କରିପାରେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।
ତୁଳା : ଆଜି ଦୈହିକ ସୁସ୍ଥତା ସାଙ୍ଗକୁ ମାନସିକ ଶାନ୍ତି ଆପଣଙ୍କ ଜୀବନଯାତ୍ରାକୁ ସରଳୀକୃତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହାକି ଅନ୍ତର୍ଦାହ ସୃଷ୍ଟି କରିପାରେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।
ବିଛା : ବିଜୟୀ ହେବେ। କାର୍ଯ୍ୟଦକ୍ଷତା ପାଇଁ ପଦୋନ୍ନତିର ରାସ୍ତା ସରଳ ହେବ। ଦେହ ସୁସ୍ଥ ରହିବ। ସ୍ଥିତି ସୁଦୃଢ ରହିବ। ମନବଳ ଦ୍ୱିଗୁଣିତ ହେବ। ମନର ସନ୍ଦେହ ଦୂର ହେବ। ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ।
ଧନୁ : ଧନୁ ରାଶିର ବ୍ୟକ୍ତି ଚାକିରି ଓ କ୍ୟାରିୟରରେ ଖୁବ୍ ଉନ୍ନତି କରିବେ। ଦୀର୍ଘ ଦିନ ହେବ ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଚାକିରି ମିଳିବ। ଉଚ୍ଚ ପଦରେ ଅବସ୍ଥାପିତ ହେବେ। ବେପାର ଆରମ୍ଭ କରିବାକୁ ଚାହୁଁଥିବା ବ୍ୟକ୍ତିଙ୍କୁ ଅଧିକ ସଫଳତା ମିଳିବ। ଗୁରୁତ୍ୱପୂର୍ଣ୍ଣ ଯାତ୍ରା କରିପାରନ୍ତି।
ମକର : ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁପ୍ତ ବୈଠକ କରିବେ। କୌଣସି ଭଲ ଖବର ମିଳିବାର ସମ୍ଭାବନା ରହିଛି। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।
କୁମ୍ଭ : ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।
ମୀନ : ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।