ରାଶିଫଳ : ଆଜି ବ୍ୟବସାୟ କରୁଥିବା ଲୋକଙ୍କ ପାଇଁ କିପରି ରହିବ ଦିନ
ବେପାରୀମାନେ ବେପାର ବଢାଇବା ପାଇଁ ନୂଆ ରାସ୍ତା ଦେଖିବେ । ଆପଣ ନିଜ କାମ କରିବା ପ୍ରକ୍ରିୟାରେ ପରିବର୍ତ୍ତନ ଆଣିବେ । ଆଜି ଆପଣ ଅଧିକ ଖର୍ଚ୍ଚ କରନ୍ତୁ ନାହିିଁ। ଆଜି କିଛି ନୂଆ ଦାୟିତ୍ୱ ମିଳିବ । ଆଜିର ଦିନଟି ଭଲ ।

ମେଷ: ସନ୍ଧ୍ୟାରେ ପିଲାଙ୍କ ସହ ଭଲ ସମୟ ଅତିବାହିତ କରିବେ । ଅଟକିଥିବା କାମ ପୂରା ହେବ । ଆପଣଙ୍କ ପାଇଁ ଆଜିର ଦିନ ଭଲ ରହିବ । ଅଧିକାରୀ ଆପଣଙ୍କ ଉପରେ ଖୁସି ରହିବେ । ଲଭ୍ମେଣ୍ଟ୍ଙ୍କ ପାଇଁ ଦିନଟି ଭଲ ରହିବ । ଆଜି ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ । ଚାକିରି ମିଳିବାର ସମ୍ଭାବନା ରହିଛି ।
ବୃଷ: ଶୁଭ ସମାଚାର ମିଳିବାର ସମ୍ଭାବନା ରହିଛି । ପାରିବାରିକ ସମ୍ପର୍କ ଭଲ ରହିବ । ଗହଣା ବେପାରୀଙ୍କ ପାଇଁ ଦିନଟି ଲାଭଦାୟକ ହେବ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିବ । ଚାକିରି ମିଳିବାର ସମ୍ଭାବନା ରହିଛି । ଜୀବନସାଥୀଙ୍କ ସହ ଝଗଡା ଦୂର ହେବ । ଯାହାଦ୍ୱାରା ସମ୍ପର୍କ ସଦୃଢ ହେବ । ଲଭ୍ମେଣ୍ଟ୍ ନିଜ ସାଥିକୁ କୌଣସି ଭଲ ଉପହାର ଦେବେ ।
ମିଥୁନ: ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ । ଏହାସହ ସାଙ୍ଗସାଥିଙ୍କ ସହ ଭେଟ ହେବାର ସୁଯୋଗ ରହିଛି । ଆପଣ ଅଧିକ ସମୟ ପରିବାର ଏବଂ ସାଙ୍ଗଙ୍କ ସହ ଅତିବାହିତ କରିବେ । ଏହି ରାଶିର ଲୋକେ କିଛି ଚୁକ୍ତି ସ୍ୱାକ୍ଷର କରିବେ । ଅଫିସ୍ର ଯେକୌଣସି କାମ ଧିରେ ଧିରେ କରିବା ଆପଣଙ୍କ ପାଇଁ ଲାଭଦାୟକ ହେବ ।
କର୍କଟ: ନିଜ କାମରେ ଖୁସି ରହିବେ । ଲୋକମାନେ ଆପଣଙ୍କ କାମର ପ୍ରଶଂସା କରିବେ । ଆଜି ଦିନଟି ସାମାନ୍ୟ ରହିବ । କିଛି ନୂଆ କରିବା ପାଇଁ ଚେଷ୍ଟା କରିବେ । ସାଙ୍ଗସାଥିଙ୍କ ସହ ଭେଟ ହେବାର ସୁଯୋଗ ରହିଛି । ରାଜନୀତି କରୁଥିବା ଲୋକଙ୍କ ପାଇଁ ଦିନଟି ଅନୁକୂଳ ରହିବ। ଅନ୍ଲାଇନ୍ ବ୍ୟବସାୟୀଙ୍କୁ ଲାଭ ମିଳିବ । ସାଙ୍ଗଙ୍କ ସହ ଦିନଟି ଭଲ ରହିବ । କୌଣସି ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି ।
ସିଂହ: ଆପଣଙ୍କ ଭାଗ୍ୟ ଆପଣଙ୍କ ସହିତ ରହିବ । ଦାମ୍ପତ୍ୟ ଜୀବନରେ ଶୁଭ ସମାଚାର ମିଳିପାରେ। ବ୍ୟବସାୟ କରୁଥିବା ଲୋକଙ୍କ ପାଇଁ ଦିନଟି ଶୁଭମୟ ହେବ।ମିତ୍ର କୌଣସି କାମରେ ସାହାଯ୍ୟ କରିବେ, ଯାହାଦ୍ୱାରା କାମ ବହୁତ ସହଜରେ ପୂରା ହୋଇଯିବ । ଲଭ୍ମେଣ୍ଟ୍ଙ୍କ ସହ ବାହାରକୁ ଯାଇପାରନ୍ତି । ଅଫିସ୍ରେ କାମକୁ ନେଇ ଆପଣଙ୍କର ଗୁରୁତ୍ୱ ବଢିବ ।
କନ୍ୟା: ଛାତ୍ରଛାତ୍ରୀମାନଙ୍କୁ କୌଣସି ପ୍ରତିଯୋଗିତାରେ ଭାଗ ନେବା ପାଇଁ ମଉକା ମିଳିବ । ଖେଳାଳିଙ୍କୁ କାର୍ଯ୍ୟରେ ସଫଳତା ମିଳିବ । କୌଣସି ନିଷ୍ପତ୍ତି ନେବା ପୂର୍ବରୁ ପୂର୍ଣ୍ଣବାର ଭାବିବା ଉଚିତ୍ ହେବ । ଆଜି ଆପଣଙ୍କ ଦିନ ଉତ୍ତମ ରହିବ । କଠିନ ପରିଶ୍ରମ କରି ନିଜ କାର୍ଯ୍ୟରେ ସଫଳତା ଲାଭ କରିବେ । ଏହି ରାଶିର ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ଏବଂ ପଢିବାରେ ମନ ଲାଗିବ ।
ତୁଳା: ଅଫିସ୍ର ଯେକୌଣସି କାମ ଧିରେ ଧିରେ କରିବା ଆପଣଙ୍କ ପାଇଁ ଲାଭଦାୟକ ହେବ । ଓକିଲମାନଙ୍କ ପାଇଁ ଦିନଟି ଭଲ । କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଦ୍ୱନ୍ଦ୍ୱରେ ରହିବେ । ଆସବାବପତ୍ର କିଣିବା ପାଇଁ ଦିନଟି ଭଲ । କିଛି ନୂଆ କାମ ପାଇଁ ଯୋଜନା କରିବେ । ଆଜି ଆପଣ ଘରକୁ ସଜାଇବା ପାଇଁ ଯୋଜନା କରିବେ । ଆଜି ଆପଣ ପରିବାର ସହ ସମୟ କାଟିବେ ।
ବିଛା: ବ୍ୟବସାୟୀଙ୍କ ପାଇଁ ଦିନଟି ଭଲ ରହିବ । ବାହାରକୁ ଯାତ୍ରା କରିବାର ସମ୍ଭାବନା ରିହିଛି । ଅଫିସ୍ର ବରିଷ୍ଠ କର୍ମଚାରୀମାନେ ଆପଣଙ୍କ କାମରେ ଖୁସି ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପରିବାରରେ ବିବାଦ ଥିଲେ ତାହା ବହୁତ ଶୀଘ୍ର ଠିକ୍ ହୋଇଯିବ । ଲଭ୍ମେଣ୍ଟ୍ଙ୍କ ସହ ବାହାରକୁ ଯାଇ ପାରନ୍ତି । ଆଜି ଆପଣ ପୂଜା କାର୍ଯ୍ୟରେ ଧ୍ୟାନ ଦେବେ । ଆପଣଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ।
ଧନୁ: ଭାଇଙ୍କ ସହ ସମ୍ପର୍କ ସଦୃଢ ହେବ । ଗାଡି ମଧ୍ୟ କିଣିବା ପାଇଁ ମନ କରିବେ । ଅଫିସ୍ କାମରେ ବିଳମ୍ବ ହେବ । ଲୋକମାନେ ଆପଣଙ୍କଠାରୁ କିଛି କଥା ଶିଖିବା ପାଇଁ ଚେଷ୍ଟା କରିବେ । ଲଭ୍ମେଣ୍ଟ୍ଙ୍କ ପାଇଁ ଦିନଟି ଭଲ ରହିବ । ଆପଣ ଏପରି କିଛି କାମ କରନ୍ତୁ ନାହିଁ, ଯାହାକୁ ପୂରା କରିପାରିବେ ନାହିଁ । ନିଜ ଉପରେ ଭରସା ରଖିଲେ ଭବିଷ୍ୟତ ମଧ୍ୟ ଭଲ ରହିବ ।
ମକର: ଆଜି ଆପଣଙ୍କ ଦିନ ସୁଖରେ କଟିବ । ପୂର୍ବରୁ କରିଥିବା କାମରେ ସଫଳତା ମିଳିବ, ଚାକିରି ମଧ୍ୟ ମିଳିଯିବ । ବ୍ୟବହାର ଖରାପ ଯୋଗୁ ଲୋକଙ୍କ ସହ ଆପଣଙ୍କର ଝଗଡା ହୋଇପାରେ । ଆପଣଙ୍କ ଦିନ ଠିକ୍ ଠାକ୍ ରହିବ । କୋର୍ଟ କଚେରୀ କାମରେ ସଫଳତା ମିଳିବ । କୌଣସି ପୁରୁଣା ଲୋନ୍ ଇ.ଏମ.ଆଇରୁ ଆରାମ ମିଳିବ ।
କୁମ୍ଭ: ଛାତ୍ରଛାତ୍ରୀ ଗୁରୁଙ୍କଠାରୁ ଉପଦେଶ ନେବେ । ବେପାରୀମାନେ ବେପାର ବଢାଇବା ପାଇଁ ନୂଆ ରାସ୍ତା ଦେଖିବେ । ଆପଣ ନିଜ କାମ କରିବା ପ୍ରକ୍ରିୟାରେ ପରିବର୍ତ୍ତନ ଆଣିବେ । ଆଜି ଆପଣ ଅଧିକ ଖର୍ଚ୍ଚ କରନ୍ତୁ ନାହିିଁ। ଆଜି କିଛି ନୂଆ ଦାୟିତ୍ୱ ମିଳିବ । ଆଜିର ଦିନଟି ଭଲ । ଯାହାଦ୍ୱାରା ଆପଣଙ୍କ ଭବିଷ୍ୟତରେ ଲାଭ ହେବ । ଚାକିରିରେ ପଦୋନ୍ନତି ମିଳିବ ।
ମୀନ: କୌଣସି କାମ କରୁଥିବା ସମୟରେ ଆପଣ ଅନ୍ୟ କାମ ସାରିବା ପାଇଁ ଚେଷ୍ଟା କରିବେ । କୌଣସି କାମ କରିବା ପୂର୍ବରୁ ଅନୁଭବୀ ବ୍ୟକ୍ତିଙ୍କ ଠାରୁ ଉପଦେଶ ନେବା ଠିକ୍ ହେବ। ଲଭ୍ମେଣ୍ଟ୍ଙ୍କ ସହ ବାହାରକୁ ଯାଇପାରନ୍ତି । ଆଜି ଲଭ୍ମେଣ୍ଟ୍ଙ୍କ ସମ୍ପର୍କ ବହୁତ ଭଲ ରହିବ । ରାଜନୀତିରେ ଥିବା ଲୋକଙ୍କ ପାଇଁ ଦିନଟି ଭଲ ରହିବ ।